Posted inଜାତୀୟ

ତେଜ ପ୍ରତାପଙ୍କ ରାଗ, ଆରଜେଡି କର୍ମୀଙ୍କୁ ମଞ୍ଚ ଉପରୁ ଠେଲିଦେଲେ

ପାଟନା,୧୩।୫: ବର୍ତ୍ତମାନ ବିହାରର ରାଜଧାନୀ ପାଟନାରୁ ବଡ ଖବର ସାମ୍ନାକୁ ଆସୁଛି, ଯେଉଁଠାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ପୂର୍ବତନ ମନ୍ତ୍ରୀ ତେଜ ପ୍ରତାପ ଯାଦବ ଜଣେ ଆରଜେଡି କର୍ମୀଙ୍କୁ ମଞ୍ଚରୁ ଠେଲି ଦେଇଛନ୍ତି। ବାସ୍ତବରେ ସୋମବାର ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ଝିଅ ମିସା ଭାରତୀଙ୍କ ନାମାଙ୍କନ ପତ୍ର ଦାଖଳ କାର୍ଯ୍ୟକ୍ରମ ଥିଲା। ନାମାଙ୍କନ ସଭା ପରେ ଶ୍ରୀକୃଷ୍ଣ ମେମୋରିଆଲ ହଲରେ ଏକ ସଭାର ଆୟୋଜନ କରାଯାଇଥିଲା।

ମିସା ଭାରତୀଙ୍କ ନାମାଙ୍କନ ବୈଠକରେ ତେଜ ପ୍ରତାପ ଯାଦବ କୌଣସି କଥାରେ ରାଗିଯାଇ ଦଳର କର୍ମୀଙ୍କୁ ଠେଲି ଦେଇଥିଲେ। ଏହି ପୁରା ଦୃଶ୍ୟ ଦେଖି ମିସା ଭାରତୀ ଆଶ୍ଚର୍ଯ୍ୟ ହୋଇଗଲେ। ମିସା ଭାରତୀ ତେଜ ପ୍ରତାପ ଯାଦବଙ୍କ ହାତ ଧରି ତାଙ୍କୁ ଶାନ୍ତ କଲେ। ଏହି ସମୟରେ, ଆରଜେଡିର ମୁଖପାତ୍ର ଶକ୍ତି ଯାଦବ ଶୀଘ୍ର ସେହି କର୍ମୀଙ୍କୁ ସେଠାରୁ ହଟାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri