ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ ଘଟିଛି ହତ୍ୟା ଘଟଣା। ଗୁଣିଗାରେଡ଼ି ଓ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା ମିଳି ପାରିଲା ନାହିଁ। ଶେଷରେ ସୋମବାର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସିଏସ୍‌କେ ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା ଭାରତୀୟ ଦଳରୁ ଅଣଦେଖା କାରଣରୁ ନୁହେଁ,…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌ ଭାଜପା ହାତ ଧରିଛନ୍ତି। ପସ୍‌ ୨୦୨୧ରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ ମୂଲ୍ୟ ୯୫ ଟଙ୍କା ୨୧ ପଇସାରେ ପହଞ୍ଚତ୍ଛି। ପଶ୍ଚିମ ଏସିଆରେ ଯୁଦ୍ଧଜନିତ ସଙ୍କଟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ ବିମାନବନ୍ଦରରେ ଆମେରିକା ଆକ୍ରମଣ ସମୟରେ ଭାରତ ଅଭିମୁଖେ ଯାଉଥିବା ଏକ ଇରାନୀ ବେସାମରିକ…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଜୀବନ ସଙ୍କଟରେ ପଡ଼ିଥିଲା। ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ ଏକପାଖିଆ ପ୍ରତିଯୋଗିତାରେ ଚେନ୍ନାଇ ସୁପର କିଙ୍ଗସ୍‌କୁ ୮ ଉଇକେଟରେ ପରାସ୍ତ କରିଥିଲା। ନୂତନ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି। ଜବାହାରଲାଲ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ କାର୍ଯ୍ୟାଳୟକୁ ଡକାଇଥିଲେ।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଦେଶ ଦୀର୍ଘ ଦିନ ଧରି ନକ୍ସଲବାଦ ଦ୍ୱାରା ଜର୍ଜରିତ। ଆମେ ଏକ ନକ୍ସଲମୁକ୍ତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri