ଏଇ ଭାରତରେ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀଙ୍କ ‘ଜୟ ଯବାନ, ଜୟ କିଷାନ’ ଧ୍ୱନିର ମହତ୍ତ୍ୱକୁ ଉପଲବ୍ଧି କରିଛନ୍ତି ପଞ୍ଜାବର ପୂର୍ବତନ ସେନା ଅଧିକାରୀ ହରିଶ ଚନ୍ଦ୍ର ସିଂ। ସେ ସେନାରେ ନିଜର ଦାୟିତ୍ୱ ଶେଷ କରିବା ପରେ କୃଷିରେ ଲାଗିଛନ୍ତି। ହରିଶ ସିଂ ୨୦୧୫ରେ ସେନାର କର୍ନେଲ ପଦବୀରୁ ଅବସର ନେବା ପରେ ସୁପରଫୁଡ୍‌ ଚାଷ କରିବା ଲାଗି ନିଷ୍ପତ୍ତି ନେଇଥିଲେ।
ସେଥିରେ ସଫଳ ହୋଇ ଏବେ ବର୍ଷକୁ ୧୧ ଲକ୍ଷ ଟଙ୍କା ରୋଜଗାର କରିପାରୁଛନ୍ତି। ସେ ପ୍ରଥମେ ପାଖାପାଖି ୧ ଏକର ଜମିରେ ଚିଆସିଡ୍‌ ଚାଷ ଆରମ୍ଭ କରିଥିଲେ। ସେଥିରେ ୧୫,୦୦୦ ଟଙ୍କା ଖଟାଇ ୧ ଲକ୍ଷ ଟଙ୍କା ପାଇଥିଲେ। ପରେ ସେ ଚିଆସିଡ୍‌ ସହିତ ଏବେ ପ୍ରାୟ ୪ ଏକର ଜମିରେ ଡ୍ରାଗନଫ୍ରୁଟ୍ସ ଓ ପର୍ପଲ ପଟାଟୋ ଚାଷ କରୁଛନ୍ତି। ଏହି ସବୁ ସୁପରଫୁଡ୍‌ ବେଶି ବିଦେଶରୁ ଆସୁଥିବାରୁ ଆମ ଦେଶରେ ଏହାକୁ କିଭଳି ଅଧିକ ଅମଳ କରାଯାଇପାରିବ ସେଥିପାଇଁ ଯୁବବର୍ଗଙ୍କୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ପରମ୍ପରାରେ ସୁନାର ମହତ୍ତ୍ୱ

ବିଶ୍ବର ପ୍ରାୟ ସମସ୍ତ ରାଷ୍ଟ୍ରରେ ସୁନା ପ୍ରତି ବିଶେଷ ଆକର୍ଷଣ ରହିଆସିଛି। ସୁନା ପ୍ରତି ଥିବା ଅହେତୁକ ମୋହ ଅନ୍ୟ କୌଣସି ଧାତୁଠାରେ ଦେଖିବାକୁ ମିଳେ...

ବ୍ୟସ୍ତ ହୁଅନ୍ତୁନି, ମୁଁ ଅଛି

ଗତ କିଛିଦିନ ତଳେ ଆଧାର କାର୍ଡ ନବୀକରଣ କରିବା ପାଇଁ ସକାଳ ୯ଟା ସମୟରେ ଘରୁ ବାହାରିପଡିଲି। ଆଧାର କାର୍ଡ ନବୀକରଣ ଚାନ୍ଦିନୀଚୌକ ନିକଟସ୍ଥ ସବ୍‌ପୋଷ୍ଟ...

ମହାସାଗରରେ ନିବେଶ

ନିବେଶକମାନେ ନିବେଶ କରିବାକୁ ନିଷ୍ପତ୍ତି ନେବାବେଳେ ସେଥିରେ ଥିବା ସୁଯୋଗ, ବିପଦ ଏବଂ ଆଶା କରାଯାଉଥିବା ଲାଭ ସମ୍ପର୍କରେ କିଛି ମୌଳିକ ପ୍ରଶ୍ନ ଉତ୍ଥାପନ କରିଥାଆନ୍ତି।...

ଏଇ ଭାରତରେ

ସୀମା ସଶସ୍ତ୍ର ବଳ(ଏସ୍‌ଏସ୍‌ବି)ରେ ଦେଶକୁ ସୁରକ୍ଷା ଦେବା ଲାଗି ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ସହ ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଉତ୍କୃଷ ପାଣ୍ଡେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri