ଆମେରିକାର ଚେତାବନୀ ଉପରେ ଜୟଶଙ୍କରଙ୍କ କଡ଼ା ଜବାବ

ନୂଆଦିଲ୍ଲୀ,୧୫ା୫: କିଛି ଦିନ ପୂର୍ବରୁ ଚାବାହର ବନ୍ଦରର ଏକ ଅଂଶର ସହ-ପରିଚାଳନା ପାଇଁ ଭାରତୀୟ ଏବଂ ଇରାନ କମ୍ପାନୀଗୁଡ଼ିକ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତିରୁ ଭାରତ, ଇରାନ ଏବଂ ଅନେକ ଦେଶ ଉପକୃତ ହେବେ। ତେବେ ଅନେକ ଦେଶର ଏହି ଚୁକ୍ତି ସାମ୍ନାକୁ ଆସିଛି।

ଗତ କିଛି ବର୍ଷ ଧରି ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ଆମେରିକା ସ୍ପଷ୍ଟ ଭାବେ କହିଛି, ଇରାନ ସହିତ ଚୁକ୍ତି କରୁଥିବା କୌଣସି ଦେଶ ଉପରେ ପ୍ରତିବନ୍ଧକ ଲଗାଯାଇପାରିବ।
ଭାରତର ନାଁ ନ ନେଇ ଆମେରିକାର ଚାବାହର ବନ୍ଦର ଉପରେ ଚୁକ୍ତି ହେବାର କିଛି ଘଣ୍ଟା ପରେ କହିଥିଲା, ଇରାନ ସହ ଦ୍ୱିପାକ୍ଷିକ ଚୁକ୍ତି କରୁଥିବା ଦେଶ ଉପରେ ଆମେ ପ୍ରତିବନ୍ଧକ ଲଗାଇ ପାରିବା। ଆମେରିକାର ଏହି ବିପଦକୁ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ପ୍ରତିକ୍ରିୟା ଦେଇଛନ୍ତି।

ଜୟଶଙ୍କର କହିଛନ୍ତି, ଚାବାହର ବନ୍ଦରରେ ହୋଇଥିବା ଚୁକ୍ତି ଉପରେ ଲୋକମାନେ ସେମାନଙ୍କର ସଂକୀର୍ଣ୍ଣ ଦୃଷ୍ଟିକୋଣରୁ ପରିତ୍ୟାଗ କରିବା ଉଚିତ୍‌। ସେ କହିଛନ୍ତି, ଚାବାହର ବନ୍ଦର ସମଗ୍ର ଅଞ୍ଚଳ ପାଇଁ ଲାଭଦାୟକ ହେବ ଏବଂ ଏହାକୁ ନେଇ ଏକ ସଂକୀର୍ଣ୍ଣ ଦୃଷ୍ଟିକୋଣ ଗ୍ରହଣ କରାଯିବା ଉଚିତ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri