Posted inଜାତୀୟ

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ। ଏହି ଆସନରେ ଭାଜପା ଲକେଟ ଚାଟାର୍ଜୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ତାଙ୍କ ମୁକାବିଲା ତୃଣମୂଳ କଂଗ୍ରେସର ରଚନା ବାନାର୍ଜୀଙ୍କ ସହ ହେବ। ବିଗତ ନିର୍ବାଚନ ଇତିହାସରେ ତୃଣମୂଳ ଷ୍ଟାର ପାଓ୍ବାରକୁ ବିନିଯୋଗ କରିଆସିଛି। ଏହି କ୍ରମରେ ମାର୍ଚ୍ଚରେ ଏକ ବ୍ରିଗେଡ୍‌ ରାଲିରେ ମମତା ରଚନାଙ୍କୁ ଦଳର ସଦସ୍ୟ ଭାବେ ଦର୍ଶାଇଥିଲେ।
ରଚନା ଲୋକପ୍ରିୟ ବଙ୍ଗଳା ଟେଲିଭିଜନ ରିଆଲିଟି ଶୋ’ ‘ଦିଦି ନମ୍ବର ଓ୍ବାନ୍‌’ ହୋଷ୍ଟ କରୁଛନ୍ତି। ସେ ଟିଏମ୍‌ସିରେ ଗ୍ଲାମରର ଛୁଙ୍କ ଦେବେ, ଯାହାକି ନିର୍ବାଚନରେ ଦଳକୁ ଫାଇଦା ଦେବ ବୋଲି କୁହାଯାଉଛି। ତେବେ୨୦୧୯ରେ ଟିଏମ୍‌ସି ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଏବଂ ନୁସରତ ଜହାଁଙ୍କୁ ମଇଦାନରେ ଓହ୍ଲାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri