Posted inରାଜ୍ୟ

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ ମହାନ ଐତିହ୍ୟରେ ଭରପୁର ମୋର ଓଡ଼ିଶାକୁ କିଏ ବର୍ବାଦ କରିଛି ବୋଲି ମୋଦି ପ୍ରଶ୍ନ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ(ଜମି), ସ୍ୟାଣ୍ଡ(ବାଲି), କୋଇଲା ମାଫିଆ ଦେଇଛି । ମାଫିଆଗିରିରେ ପୂରା ୨୪ ଘଣ୍ଟା ଲାଗିଛନ୍ତି ବିଜେଡି ନେତା। ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବଜା କରି ବସିଛନ୍ତି। ଜୁନ ୧୦ରେ ଭାଜପା ସରକାର ଆସିଲେ ଏହି ମାଫିଆର ଅଣ୍ଟା ଭଙ୍ଗାଯିବ।

ରତ୍ନଭଣ୍ଡାର ଚାବି ଓଡ଼ିଶାରେ ନାହିଁ। ଲୋକେ କହୁଛନ୍ତି ତାହା ତାମିଲନାଡୁ ପଳାଇଛି। ଭାଜପା ସରକାର ଆସିବା କ୍ଷଣି ଚାବିର ରାଜ ଖୋଲିବ। ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri