ଭାଜପା ସରକାରକୁ ଆସିଲେ କିଏ ହେବେ ମୁଖ୍ୟମନ୍ତ୍ରୀ, କହିଲେ ନଡ୍ଡା

ଭୁବନେଶ୍ୱର,୨୩।୫: ଏରସମା ସଭାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ଓଡ଼ିଶାରେ ନେତା ସୃଷ୍ଟି ହେବା ବନ୍ଦ ହୋଇଗଲାଣି। ଏବେ ଓଡ଼ିଶାରେ ପ୍ରଶାସନ କିଏ ଚଳାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ପାଇପ ରାସ୍ତାକାମ ପାଇଁ ଏଠି ଠିକାଦାର ବି ଓଡ଼ିଶାର ନୁହନ୍ତି। ଲକ୍ଷ୍ମୀ ବସ୍‌ ଠିକା ନେଇଥିବା ବ୍ୟକ୍ତି ମଧ୍ୟ ଓଡ଼ିଆ ନୁହଁନ୍ତି। ସମୟ ଆସିଛି, ନବୀନ ବାବୁଙ୍କୁ ଆରାମ ଦିଅନ୍ତୁ, ଭାଜପାକୁ ଆଣନ୍ତୁ। ଏଠି ଏମ୍‌ପି, ବିଧାୟକ ମଞ୍ଚ ତଳେ, ଖଣ୍ଡେ ଭୋଟ ପାଇ ନଥିବା ବ୍ୟକ୍ତି ମଞ୍ଚରେ। ଏଭଳି ଶାସନ ଚଳାଇଥିବା ବ୍ୟକ୍ତିଙ୍କୁ ଛୁଟି ଦେବାକୁ ହେବ। ଭାଜପା ସରକାର ହେଲେ ଓଡ଼ିଶାର ସନ୍ତାନ ମୁଖ୍ୟମନ୍ତ୍ରୀ ହେବେ। ସଂସ୍କୃତି, ଅସ୍ମିତା, ଆତ୍ମସମ୍ମାନ ଓଡ଼ିଶାର ପରିଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri