ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ

ଭୁବନେଶ୍ୱର,୨୪।୫: ଶନିବାର ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ ଭୋଟର ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ହେଲେ ନିର୍ବାଚନ ପୂର୍ବରୁ ଅଳ୍ପ କେତୋଟି ଅଞ୍ଚଳରୁ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ଭଳି ପରିସ୍ଥିତି ଉପୁଜିଛି। ଏନେଇ ଭାରତ ନିର୍ବାଚନ ଆୟୋଗ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ‘ଶୂନ୍ୟ ସହନଶୀଳତା ନୀତି’ ଅବଲମ୍ବନ କରି ଆସୁଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ ରଖି ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ରାଜନୈତିକ ଦଳ ଓ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ନେଇ ସମସ୍ତଙ୍କୁ ଆଶ୍ୱସ୍ତ କରିଛନ୍ତି। ୬ ଲୋକସଭା ଏବଂ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ପ୍ରକ୍ରିୟାରେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ(ସିଏପିଏଫ୍‌) ମୁତୟନ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri