Posted inଜାତୀୟ

ଦିନ ୧୧ଟା ସୁଦ୍ଧା ୨୫.୭୬ ପ୍ରତିଶତ ମତଦାନ, ପଶ୍ଚିମବଙ୍ଗରେ ସବୁଠାରୁ ଅଧିକ, ଓଡ଼ିଶାରେ ସବୁଠାରୁ କମ

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତର ପ୍ରଦେଶ ସମେତ ୬ଟି ରାଜ୍ୟ ତଥା ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୫୮ଟି ଆସନ ପାଇଁ ଶନିବାର ଭୋଟ ଅନୁଷ୍ଠିତ ହେଉଛି।
ମିଳିଥିବା ଖବର ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ସାରା ଦେଶରେ ପ୍ରାୟ ୨୫.୭୬ ପ୍ରତିଶତ ମତଦାନ ହୋଇଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ସର୍ବାଧିକ ମତଦାନ କରାଯାଇଥିବା ବେଳେ ଓଡ଼ିଶାରେ ସବୁଠାରୁ କମ ମତଦାନ କରାଯାଇଥିବା ଜଣାପଡିଛି। କିଛି ସ୍ଥାନରେ ଇଭିଏମରେ ତ୍ରୁଟି ସହ ଆଉ କିଛି ସ୍ଥାନରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଷଷ୍ଠ ପର୍ଯ୍ୟାୟରେ ଅନେକେ ହେଭିଓ୍ବେଟଙ୍କ ଭାଗ୍ୟ ଇଭିଏମରେ ସିଲ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାମୁଗୁନି ଖଣିରେ ବଡ଼ ବିସ୍ଫୋରଣ: ୪ ମୃତ୍ୟୁ ଆଶଙ୍କା

ଢେଙ୍କାନାଳ, ୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ମୋଟଙ୍ଗା ଥାନା ବଦାଳୋ ନିକଟସ୍ଥ ଗୋପାଳପୁରଠାରେ ଥିବା କଳାମୁଗୁନି ପଥର ଖଣିରେ ଶନିବାର ସନ୍ଧ୍ୟା ପ୍ରାୟ...

କଂସ ବଧ: ସରିଲା ବରଗଡ଼ ଧନୁଯାତ୍ରା, କ୍ଷମା ପ୍ରାର୍ଥନା ପାଇଁ ପୁରୀ ଅଭିମୁଖେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ...

ଭେନେଜୁଏଲା ପରେ ଏବେ ଆଗାମୀ ନମ୍ବର ଇରାନ୍‌ର? ବଢ଼ିଲା ହଲଚଲ 

ଓ୍ବାଶିଂଟନ,୩।୧: ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀ ଆମେରିକୀୟ ସେନାର ହେପାଜତରେ ଅଛନ୍ତି। ଶୁକ୍ରବାର ଭେନେଜୁଏଲାରେ ଆକ୍ରମଣକୁ ନିଶ୍ଚିତ କରି ଏହି ସୂଚନା...

ଘରୁ ଔଷଧ ଆଣିବାକୁ ବୁଲେଟ୍‌ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..

ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ...

୧୨୭ ବର୍ଷ ପରେ ଭାରତ ଫେରିଲା ପିପରହଓ୍ବା ବୁଦ୍ଧ ରତ୍ନ

ନୂଆଦିଲ୍ଲୀ,୩ା୧: ଭଗବାନ ବୁଦ୍ଧ ପ୍ରଦାନ କରିଥିବା ଜ୍ଞାନ ଓ ଦେଖାଇଯାଇଥିବା ମାର୍ଗ ସମସ୍ତ ମାନବଜାତିର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବୁଦ୍ଧଙ୍କ ପବିତ୍ର...

ହୋଟେଲ ରୁମ୍‌ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍‌ଏସ୍‌ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ...

ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍‌ ପାଇଁ ଯୋଜନା…

ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ...

ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri