ନବୀନଙ୍କ ସ୍ବାସ୍ଥ୍ୟ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ହୋଇଛି ବଡ଼ ଷଡଯନ୍ତ୍ର!

ବାରିପଦା,୨୯।୫: ମୟୂରଭଞ୍ଜର ବାରିପଦାରେ ପହଞ୍ଚି ଜନସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ବଡ଼ ଖୁଲାସା କରିଛନ୍ତି।

ମୋଦି କହିଛନ୍ତି, ‘ନବୀନଙ୍କ ସ୍ବାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଛି। ଏହା ଜାଣିବାର ଅଧିକାର ସାରା ଓଡ଼ିଶା ଲୋକଙ୍କ ରହିଛି। ବିଜେଡି ଯାହା ଲୁଚାଇବାକୁ ଚାହୁଁଛି, ଭାଜପା ତା’ର ଖୁଲାସା କରିବ। ଏବେ ନବୀନ ବାବୁଙ୍କ ଶୁଭଚିନ୍ତକ ବହୁତ ଚିନ୍ତାରେ ଅଛନ୍ତି।
ଗତ ବର୍ଷକ ଭିତରେ ନବୀନ ବାବୁଙ୍କ ସ୍ବାସ୍ଥ୍ୟ ଏତେ ଖରାପ କେମିତି ହେଲା। ସେନେଇ ସବୁ କଥା ସାମ୍ନାକୁ ଆସିବ।

ନବୀନ ବାବୁ ଏବେ ନିଜେ କିଛି କରିପାରୁନାହାନ୍ତି ବୋଲି ପାଖ ଲୋକ କହୁଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ପଛରେ କିଛି ଷଡ଼ଯନ୍ତ୍ର ବି ହୋଇପାରେ ବୋଲି ଆଶଙ୍କା ରହୁଛି। ନବୀନଙ୍କ ନାଁରେ କ୍ଷମତା ଉପଭୋଗ କରୁଥିବା ଲୋକର ହାତ ଅଛି କି? ଏହା ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି। ତେଣୁ ଭାଜପା ସରକାରକୁ ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ। ନବୀନଙ୍କ ଅଚାନକ କେମିତି ସ୍ବାସ୍ଥ୍ୟ ଖରାପ ହେଲା, ତା’ ନେଇ ଯାଞ୍ଚ କରାଯିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri