Posted inଜାତୀୟ

ତାତିରୁ ମିଳିବ ଆଶ୍ବସ୍ତି, ଆସନ୍ତା ୨୪ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ

ଭୁବନେଶ୍ୱର,୨୯।୫: ଭାରତର ଅନେକ ରାଜ୍ୟରେ ଏବେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଏହାରି ମଧ୍ୟରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଏହାସହିତ କିଛି ଉତ୍ତରପୂର୍ବ ରାଜ୍ୟକୁ ମଧ୍ୟ ମୌସୁମୀ ଅଗ୍ରସର ହେବ।

ସେପଟେ ବୁଧବାର ପୁଣି ଓଡ଼ିଶାରେ ୪୫ଡ଼ିଗ୍ରୀ ଅତିକ୍ରମ କରିଛି ତାତି। ରାଜ୍ୟର ଆଭ୍ୟନ୍ତରୀଣ ଅସମ୍ଭାଳ ତାତି ହେଉଥିଲା ବେଳେ, ଉପକୂଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଛି। ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୫.୬ ଡ଼ିଗ୍ରୀ ଏବଂ ସମ୍ବଲପୁରରେ ୪୫.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ସେହିପରି ହୀରାକୁଦରରେ ୪୪.୮ ଡ଼ିଗ୍ରୀ , ରାଉରକେଲାରେ ୪୩.୬ ଡ଼ିଗ୍ରୀ , କେନ୍ଦୁଝରରେ ୪୧.୨ ଡ଼ିଗ୍ରୀ , ଭୁବନେଶ୍ୱରରେ ୩୯.୮ ଡ଼ିଗ୍ରୀ , ବାଲେଶ୍ୱରରେ ୩୭.୫ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୫ ଡ଼ିଗ୍ରୀ , ପାରାଦୀପରେ ୩୪.୪ଡ଼ିଗ୍ରୀ ଏବଂ ପୁରୀରେ ୩୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri