Posted inଜାତୀୟ

ମୋଦି ଧ୍ୟାନରେ ବସିଥିବାର ପ୍ରଥମ ଫଟୋ ସାମ୍ନାକୁ ଆସିଲା: ହାତରେ ଧରିଛନ୍ତି…

କନ୍ୟାକୁମାରୀ,୩୧ା୫: ଲୋକ ସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ମାସ ହେଲା ଜୋର୍‌ଦାର ପ୍ରଚାର କରିବା ପରେ ତାମିଲନାଡୁର କନ୍ୟାକୁମାରୀରେ ପହଞ୍ଚତ୍ ପ୍ରସିଦ୍ଧ ବିବେକାନନ୍ଦ ରକ୍‌ ମେମୋରିଆଲରେ ୪୫ ଘଣ୍ଟିଆ ଧ୍ୟାନ ଆରମ୍ଭ କରିଛନ୍ତି। ମୋଦି ଧ୍ୟାନରେ ବସିଥିବାର ପ୍ରଥମ ଫଟୋ ଏବେ ସାମ୍ନାକୁ ଆସିଛି। ଫଟୋରେ ମୋଦି ଗେରୁଆ ରଙ୍ଗର ବସ୍ତ୍ର ପରିଧାନ କରିବା ସହ ହାତରେ ରୁଦ୍ରାକ୍ଷ ଧରିଛନ୍ତି। ଧ୍ୟାନ ସାଧନା ଅବସରରେ ଯୋଗୀ ମୁଦ୍ରାରେ ନଜର ଆସିଛନ୍ତି। ସେ ଜପାମାଳି ଧରି ପ୍ରାର୍ତନା କରୁଛନ୍ତି। ଧ୍ୟାନ ପୂର୍ବରୁ ମୋଦି ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇଥିଲେ।

पीएम मोदी ध्यान साधना एक जून तक करेंगे. इस दिन ही लोकसभा चुनाव को लेकर सातवें चरण के लिए वोटिंग होनी है.
ଥିରୁଭାନନ୍ଥପୁରମ୍‌ରୁ ହେଲିକପ୍ଟର ଯୋଗେ ମୋଦି କନ୍ୟାକୁମାରୀରେ ପହଞ୍ଚତ୍ଥିଲେ। ସେ ଭଗବତୀ ଆମ୍ମାନ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବୋଟ୍‌ ଯୋଗେ ରକ୍‌ ମୋମୋରିଆଲକୁ ଯାଇଥିଲେ। ଜୁନ୍‌ ୧ ପର୍ଯ୍ୟନ୍ତ ସେ ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନରେ ବସିରହିବେ। ଧୋତି ଓ ଧଳା ଚାଦର ପରିହିତ ପ୍ରଧାନମନ୍ତ୍ରୀ ମନ୍ଦିରରେ ପ୍ରାର୍ଥନା କରିବା ପରେ ଗର୍ଭଗୃହକୁ ପ୍ରଦକ୍ଷିଣ କରିଥିଲେ। ପୂଜକମାନେ ସ୍ବତନ୍ତ୍ର ଆରତି କରିବା ସହ ମୋଦିଙ୍କୁ ଶାଲ୍‌ ଏବଂ ମନ୍ଦିରର ଅଧିଷ୍ଠାତ୍ରୀ ଦେବୀଙ୍କ ଫଟୋ ପ୍ରଦାନ କରିଥିଲେ।

पीएम मोदी विवेकानंद रॉक मेमोरियल में ध्यान लगाने के दौरान प्रार्थना करते हुए दिख रहे हैं.


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri