Posted inଖେଳ

ବିବାହ ବନ୍ଧନରେ ବାନ୍ଧି ହେଲେ ଏହି ଷ୍ଟାର କ୍ରିକେଟର, ଜିତାଇଥିଲେ ୨୦୨୪ IPL

ନୂଆଦିଲ୍ଲୀ,୨।୬: କୋଲକତା ନାଇଟ୍‌ ରାଇଡର୍ସ ୨୦୨୪ ଆଇପିଏଲ୍‌ ଜିତିବା ପରେ ଏବେ ଏହି ଟିମ୍‌ର ଜଣେ କ୍ରିକେଟରଙ୍କୁ ନେଇ ଚର୍ଚ୍ଚା ଜୋର। ଷ୍ଟାର କ୍ରିକେଟର ଭେଙ୍କଟେଶ ଆୟାରଙ୍କ ଫଟେ ଏବେ ଖୁବ୍‌ଜୋରରେ ଭାଇରାଲ୍‌ ହେବାରେ ଲାଗିଛି। କାରଣ କେକେଆରର ଏହି ଅଲରାଉଣ୍ଡର ଏବେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ଭେଙ୍କଟେଶଙ୍କ ସହିତ ତାଙ୍କ ନବବିବାହିତ ପତ୍ନୀ ଶ୍ରୁତି ବିବାହ ପୋଷାକ ପରିଧାନ ସହ ନଜର ଆସୁଛନ୍ତି। ପାଖରେ ପରିବାର ବର୍ଗ ଛିଡ଼ା ହୋଇଛନ୍ତି।
ତେବେ ୨୦୨୪ ଆଇପିଏଲ୍‌ ଭେଙ୍କଟେଶଙ୍କ ପାଇଁ ଶାନ୍‌ଦାର ରହିଥିଲା। ଏହି ସିଜିନ୍‌ରେ ସେ ୪ ଥର ଅର୍ଦ୍ଧଶତକ ହାସଲ କରିଥିଲେ। ଏହାଛଡ଼ା ସେ ଫାଇନାଲ୍‌ ମ୍ୟାଚ୍‌ରେ ସନ୍‌ରାଇଜର୍ସ ବିପକ୍ଷରେ ଭଲ ପ୍ରଦର୍ଶନ କରି ଦଳକୁ ଜିତାଇଥିଲେ। ଭେଙ୍କଟେଶ ତାଙ୍କ କ୍ୟାରିୟରରେ ୨ଟି ୱାନ୍‌ଡେ ମ୍ୟାଚ୍‌ ଏବଂ ୯ଟି ଟି-୨୦ ମ୍ୟାଚ୍‌ରେ ଭାରତର ପ୍ରତିନିଧିତ଼୍ବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri