ପାକିସ୍ତାନରେ ଏମିତି ହୁଏ ପାଠପଢ଼ା, ପିଲାଙ୍କୁ ଦିଆଯାଏ ଏସବୁ ଶିକ୍ଷା

ନୂଆଦିଲ୍ଲୀ, ୩।୬: ଭାରତ ଏବଂ ପାକିସ୍ତାନ ଦୁଇ ପଡ଼ୋଶୀ ଦେଶ ହୋଇଥିଲେ ମଧ୍ୟ ଏହାର ସୀମାରେ ପ୍ରତ୍ୟେକ ଦିନ ତିକ୍ତତା ଦେଖିବାକୁ ମିଳିଥାଏ। କିନ୍ତୁ ତଥାପି ପଡ଼ୋଶୀ ଦେଶରେ କଣ ଚାଲିଛି ସେ ବିଷୟରେ ଜାଣିବାକୁ ଉଭୟ ଦେଶର ଲୋକେ ଆଗ୍ରହ ପ୍ରକାଶ କରନ୍ତି। ଶିକ୍ଷା ପ୍ରତି ସମାଜ ପାଇଁ ସଂଞ୍ଜିବନୀ ସଦୃଶ। ଦୁଇ ଦେଶରେ ଶିକ୍ଷାକୁ ନେଇ ଅଲଗା ଅଲଗା ନୀତି ରହିିଛି। ଭାରତର ଶିକ୍ଷା ବ୍ୟବସ୍ଥା ବିଷୟରେ ଭାରତୀୟ ଅବଗତ ଥାନ୍ତି। କିନ୍ତୁ ପାକିସ୍ତାନରେ କିପରି ଶିକ୍ଷା ଦିଆଯାଏ ସେ କଥା ଅନେକ ଲୋକଙ୍କୁ ଜଣାନଥାଏ।
ପାକିସ୍ତାନରେ ୬ଟି ସ୍ତରରେ ପାଠପଢ଼ା ଯାଇଥାଏ। ଯେଉଁଥିରେ ପ୍ରି-ସ୍କୁଲ, ପ୍ରାଇମେରୀ, ମିଡିଲ୍‌ ସ୍କୁଲ, ହାଇ ସ୍କୁଲ, ଇଣ୍ଟରମିଡିଏଟ୍‌ ଏବଂ ୟୁନିଭରସିଟି ସାମିଲ୍‌ । ୩ ବର୍ଷରୁ ପ୍ରି-ସ୍କୁଲରେ ପିଲାଙ୍କୁ ଭର୍ତ୍ତି କରାଯାଇଥାଏ । ୫ ବର୍ଷ ହେବା ପର୍ଯ୍ୟନ୍ତ ସେଠାରେ ପଢ଼ିବା ପରେ ମିଡିଲ୍‌ ସ୍କୁଲରେ ପିଲାଙ୍କ ଅଡ୍‌ମିସନ କରାଯାଇଥାଏ । ଏଥିରେ ପ୍ରଥମ ଶ୍ରେଣୀରୁ ଆରମ୍ଭ ହୋଇ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷା ଦିଆଯାଇଥାଏ। ପିଲାମାନଙ୍କୁ ଉର୍ଦ୍ଦୁ, ଇଂରାଜୀ, ଗଣିତ, କଳା, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇସ୍‌ଲାମିକ୍‌ ଶିକ୍ଷା ଆଦି ପଢ଼ାଯାଇଥାଏ । ଏହାଛଡ଼ା ପଞ୍ଜାବୀ, ସିନ୍ଧି ଆଦି ଭାଷା ଶିଖା ଯାଇଥାଏ।

ଅନ୍ୟପଟେ ଭାରତୀୟ ଶିକ୍ଷା ପ୍ରଣାଳୀ ଅନୁସାରେ, ପ୍ରି-ପ୍ରାଥମିକ ସ୍କୁଲ (ନର୍ସରୀ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ), ପ୍ରଥମିକ ସ୍କୁଲ (ଶ୍ରେଣୀ୧-୫ମ), ମାଧ୍ୟମିକ (ଶ୍ରେଣୀ୬-୧୦ମ) ଏବଂ ଉଚ୍ଚ ମାଧ୍ୟମିକ (ଶ୍ରେଣୀ ଏକାଦଶ ଏବଂ ଦ଼୍ବାଦଶ) ଏହାପରେ ୟୁନିଭରସିଟି ଶିକ୍ଷା ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri