ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ… ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ବର୍ଷକର…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି, ଯଦିଓ ଏହା ଏପର୍ଯ୍ୟନ୍ତ ବହୁମତରୁ କମ…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବୀଶା ସେଟ୍ଟି ଏକ କନ୍ୟା…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର ଆହତ ହୋଇଛି। ଖବର ପାଇ ମୁଜାଗଡ…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି ଚାରି ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ପରିବାର…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ ପରେ ମମତା ବାନାର୍ଜୀ ପଦ ଛାଡିବାକୁ ମନା କରିଦେଇଥିଲେ, ଯାହା ଫଳରେ ରାଜ୍ୟପାଳ…

ଏକଦା ଥିଲେ ଶ୍ରୀଦେବୀ-କାଜୋଲଙ୍କ ଡ୍ରେସ୍‌ ଡିଜାଇନର, ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ; ଜାଣନ୍ତୁ କିଏ ସେ…

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ଦୀର୍ଘ ୧୫ ବର୍ଷର ତୃଣମୂଳ କଂଗ୍ରେସ (TMC) ଶାସନର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି (BJP) ଏକ ବୃହତ ବିଜୟ ହାସଲ କରିଛି। ୨୦୭ଟି ଆସନ ଜିତି…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ ଫସିଥିବା ଜଣାପଡ଼ିଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ କଂଗ୍ରେସ ନେତାଙ୍କ ବିରୋଧରେ ଆୟ…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି କରିବାର ଗୋଟିଏ ଦିନ ପରେ ଗୁରୁବାର ବିଜୟ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ପକ୍ଷରୁ ସଙ୍କେତ ମିଳିଥିବାବେଳେ ଲଘୁଚାପର…

ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେଲେ ନିଶାନ୍ତ କୁମାର

ପାଟ୍‌ନା,୭ା୫: ବିହାର କ୍ୟାବିନେଟ୍‌ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର, ଭାରତୀୟ ଜନତା ପାର୍ଟି (ଭାଜପା), ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ), କେନ୍ଦ୍ରମନ୍ତ୍ରୀ ଚିରାଗ ପାଶଓ୍ବାନଙ୍କ ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ଏବଂ…

ତଦନ୍ତରେ ଆଶ୍ଚର୍ଯ୍ୟଜନକ ଖୁଲାସା! ପିଏ ନଥିଲେ, ଟାର୍ଗେଟରେ ଥିଲେ ଏହି …ଶପଥଗ୍ରହଣ ପୂର୍ବରୁ ହୋଇଥିଲା ପ୍ଲାନ

କୋଲକାତା,୭।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପରେ, ରାଜ୍ୟ ରାଜନୀତିରେ ରକ୍ତପାତର ଏକ ଭୟଙ୍କର ଅଧ୍ୟାୟ ଲେଖାଯାଇଛି। ଯାହା ଆଇନ ଶୃଙ୍ଖଳାକୁ ଭାଙ୍ଗି ପକାଇଛି। ଶନିବାର ଶପଥ ଗ୍ରହଣ ଉତ୍ସବ ପୂର୍ବରୁ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହାୟକ…

ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ

କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ଘଟଣାରେ ସମ୍ପୃକ୍ତ ଜଣେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ ହେଉଥିବା ସାମୁଦ୍ରିକ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପଶ୍ଚିମବଙ୍ଗର ମଧ୍ୟମଗ୍ରାମ ଅଞ୍ଚଳରେ ବିଳମ୍ବିତ ରାତିରେ ଏହି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri