Posted inଜାତୀୟ

ଗୋଟିଏ ରନ୍‌ଓ୍ବେରେ ଦୁଇଟି ବିମାନ, ଭିଡିଓ ଦେଖିଲେ…

ମୁମ୍ବାଇ,୯ା୬: ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣାକୁ ରୋକାଯାଇଛି। ଇଣ୍ଡିଗୋ ଏ-୩୨୦ ଗୋଟିଏ ରନଓ୍ବେରୁ ଅବତରଣ କରୁଥିବାବେଳେ ଏକ ଏୟାର ଇଣ୍ଡିଆ ବିମାନ ସମାନ ରନଓ୍ବେରୁ ଉଡ଼ାଣ କରୁଥିଲା। ଏହି ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଇଣ୍ଡିଗୋ ବିମାନଟି ଏୟାର ଇଣ୍ଡିଆ ବିମାନ ଉଡ଼ିବାର କିଛି ମିନିଟ୍‌ ପରେ ଅବତରଣ କରୁଥିବା ଦେଖିବାକୁ ମିଳିଛି।

 

ଖବର ଅନୁଯାୟୀ, ଏହି ଘଟଣା ଜୁନ୍‌ ୮ରେ ଘଟିଥିଲା ଯେତେବେଳେ ଇନ୍ଦୋରରୁ ଆସୁଥିବା ଇଣ୍ଡିଗୋ ବିମାନ ୬ଇ ୬୦୫୩ ମୁମ୍ବାଇ ବିମାନବନ୍ଦରର ଏଟିସିରୁ ଅବତରଣ କ୍ଲିୟରାନ୍ସ ପାଇଥିଲା। ଏଟିସି ନିର୍ଦ୍ଦେଶାବଳୀ ଫଲୋ କରି ପାଇଲଟ କମାଣ୍ଡ ଉଡ଼ାଣ ଏବଂ ଅବତରଣ ଜାରି ରଖିଥିଲେ। ଏହି ସମୟରେ ଡିଜିସିଏ ଏହି ଘଟଣାର ଅନୁସନ୍ଧାନ ବେଳେ କହିଛନ୍ତି ଯେ, ମୁମ୍ବାଇ ବିମାନବନ୍ଦରରେ ଘଟିଥିବା ଏହି ଘଟଣାରେ ସମ୍ପୃକ୍ତ ଥିବା ଏଟିସି କର୍ମଚାରୀଙ୍କୁ ଡିଜି ଇଣ୍ଡିଆ ନିଲମ୍ବନ କରିଛି। ଯେଉଁଠାରେ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri