ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୬୬/୨୬) ରୁଜୁକରି ଅଭିଯୁକ୍ତ…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଆଇବିଆର୍‌ ଆଚିଭର ପ୍ରତିଯୋଗିତାରେ କ୍ରିୟାଂଶ ୧୮ଟି…

ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ

ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ ନିଜ ମାଆଙ୍କ ମୁଣ୍ଡ କାଟି ହତ୍ୟା…

ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…

ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି…

ଗାଁ ଓଡ଼ିଶାରେ, ଭୋଟ ଦେଲେ ପଶ୍ଚିମବଙ୍ଗରେ: ଜାଣନ୍ତୁ କେମିତି…

ଭୋଗରାଇ,୨୪ା୪(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ସୀମାକୁ ଲାଗିଥିବା ପଡ଼ୋଶୀ ପଶ୍ଚିମବଙ୍ଗର ୧୬ ଜିଲାରେ ୧୫୨ ବିଧାନସଭା ଆସନ ଲାଗି ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡ଼ା ନିରାପତ୍ତା ମଧ୍ୟରେ ଗୁରୁବାର ଶେଷ ହୋଇଛି। ଏହି ସାଧାରଣ ନିର୍ବାଚନରେ…

୨୦୨୩ ହିଂସା ମାମଲା, ପଞ୍ଜାବ ଏମ୍‌ପି ଅମ୍ରିତପାଲ୍‌ ସିଂ ଗିରଫ

ଚଣ୍ଡିଗଡ଼,୨୪।୪: ୨୦୨୩ର ଅଜନାଲା ହିଂସା ମାମଲାରେ ପଞ୍ଜାବ ଏମ୍‌ପି ଅମ୍ରିତପାଲ୍‌ ସିଂଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଜନାଲା ଥାନା ଆକ୍ରମଣ ସହ ଅମ୍ରିତପାଲ୍‌ ସମ୍ପୃକ୍ତ ଥିଲେ। ତାଙ୍କର ଏନ୍‌ଏସ୍‌ଏ ହାଜତ ମିଆଦ ଶେଷ ହେବା…

ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ଗୁରୁବାର…

ପ୍ରଥମେ ନର୍କ କହିଲେ ଏବେ ପ୍ରଶଂସା କଲେ, ଭାରତକୁ ସମାଲୋଚନା କରିବା ପରେ ନରମିଲା ଟ୍ରମ୍ପଙ୍କ ସ୍ବର

ଓ୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ରାଷ୍ଟ୍ରକୁ “ନର୍କଗହ୍ୱର” ବୋଲି ବର୍ଣ୍ଣନା କରିବା ନେଇ ଭାରତରେ ଏକ ବିବାଦ ଦେଖାଦେଇଛି । ଟ୍ରମ୍ପ ଏକ ବାର୍ତ୍ତାଳାପର ଏକ ଟ୍ରାନ୍ସକ୍ରିପ୍ଟ ସେୟାର କରିଥିଲେ ଯେଉଁଥିରେ ଭାରତ, ଚାଇନା ଏବଂ ଅନ୍ୟ ଅନେକ ଦେଶକୁ…

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍‌ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ…

ଏମିତି ଭୁଲ୍‌ କରି ମହିଳାଙ୍କୁ କ୍ଷମା ମାଗିଲେ ମନ୍ତ୍ରୀ: ମହିଳାଙ୍କ ସହ…

ମୁମ୍ବାଇ,୨୪ା୪:ମୁମ୍ବାଇର ଓ୍ବର୍ଲି ଅଞ୍ଚଳରେ ଶାସକ ଭାଜପା ନେତୃତ୍ୱରେ ମହାମେଣ୍ଟ ପକ୍ଷରୁ ବୁଧବାର ଆୟୋଜିତ ଏକ ରାଲି ଯୋଗୁ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମୁମ୍ବାଇର ଜଣେ ମହିଳା ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରୀଶ ମହାଜନଙ୍କ ସମେତ ସ୍ଥାନୀୟ ପୋଲିସ…

ଭାରତରେ ବଢୁଛିି ଅତି-ଧନୀଙ୍କ ସଂଖ୍ୟା: ଆସିଲା ଚକିତ କଲା ଭଳି ରିପୋର୍ଟ

ନୂଆଦିଲ୍ଲୀ, ୨୪ା୪ (ଆଇଏଏନ୍‌ଏସ୍‌):ଭାରତରେ ଅତି ଧନୀ ବ୍ୟକ୍ତି ବା ‘ଅଲଟ୍ରା-ରିଚ୍‌’ ଲୋକଙ୍କ ସଂଖ୍ୟାରେ ବଡ଼ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ଗୁରୁବାର ପ୍ରକାଶିତ ‘ନାଇଟ୍‌ ଫ୍ରାଙ୍କ୍‌’ ରିପୋର୍ଟ ଅନୁଯାୟୀ, ଭାରତରେ ଅଲଟ୍ରା-ହାଇ୍‌-ନିଟ୍‌-ଓ୍ବର୍ଥ ଇଣ୍ଡିଭିଜୁଆଲ (ୟୁଏଚ୍‌ଏନ୍‌ଡବ୍ଲ୍ୟୁଆଇ) ବ୍ୟକ୍ତିଙ୍କ ସଂଖ୍ୟା (ଯେଉଁମାନଙ୍କ ସମ୍ପତ୍ତି ପ୍ରାୟ ୨୫୦…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇସ୍ରାଏଲ-ଲେବାନନ୍‌ରେ ୩ ସପ୍ତାହ ପାଇଁ ଅସ୍ତ୍ରବିରତି

ଓ୍ବାଶିଂଟନ,୨୪।୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ବୃଦ୍ଧି ପାଇଁ ପ୍ରୟାସ ଚାଲିଥିବା ବେଳେ, ଅନ୍ୟ ପକ୍ଷରେ ପରିସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି । ଏକ ପ୍ରମୁଖ ଘୋଷଣା କରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସ୍ରାଏଲ ଏବଂ ଲେବାନନ…

ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ: ସମ୍ବର୍ଦ୍ଧିତ ହେଲେ ୧୮ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା)-  ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେଶ୍‌ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ ଗୁରୁବାର ସ୍ବସ୍ତି ପ୍ରିମିୟମ୍‌ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ।  ‘ଧରିତ୍ରୀ’ ହେଉଛି ଆଧୁନିକ ଓଡିଶାର…

ବିଜ୍‌ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬: LIVE ଅପ୍‌ଡେଟ୍ସ

ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜ୍‌ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬ ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହେଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା…

ଇରାନକୁ ‘Thank You’ କହିଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୨୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ଇରାନ ୮ ଜଣ ମହିଳା ପ୍ରତିବାଦକାରୀଙ୍କ ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖିଛି। ଏହାକୁ ଏକ ଭଲ ଖବର। ତାଙ୍କ ଆବେଦନର ଜବାବରେ, ଇରାନ ସେମାନଙ୍କ ଦଣ୍ଡକୁ ହ୍ରାସ…

ଆଜି ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri