Posted inଜାତୀୟ

ଗଶେଶଙ୍କୁ ପୂଜାର୍ଚ୍ଚନା ପରେ ଦାୟିତ୍ୱ ନେଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩.୦ ସରକାରରେ ଶୁକ୍ରବାର କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଆଦିବାସୀଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ମୋଦି ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ହେବ ବୋଲି ଦାୟିତ୍ୱ ଗ୍ରହଣ ଅବସରରେ ସେ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ୬୩ ବର୍ଷୀୟ ଜୁଏଲ ଓରାମଙ୍କ ଘର ଓଡ଼ିଶାର ସୁନ୍ଦରଗଡରେ। ସେ ୧,୩୮,୮୦୮ ଭୋଟରେ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଭାରତୀୟ ହକି ଅଧିନାୟକ ଦିଲୀପ ତିର୍କୀଙ୍କୁ ପରାସ୍ତ କରି ପଞ୍ଚମ ଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି।

ମୁଁ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ନେଉଛି। ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରି ଏହି ଦାୟିତ୍ୱ ନେଉଛି। ପୁଣି ପ୍ରଧାନମନ୍ତ୍ରୀ ତାଙ୍କୁ କାମ କରିବାର ସୁଯୋଗ ଦେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସେ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri