ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଥିବା ଅନୁଭବ କରୁଛନ୍ତି, ତେବେ ତୁରନ୍ତ ସେଠାରେ ଅଟକି କଥା ହେଉଛନ୍ତି। ଶୁକ୍ରବାର ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମାଝୀ ଅପରାହ୍ନରେ ବାହାରିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଛୋଟ ପିଲାଙ୍କଠାରୁ ଆରମ୍ଭକରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ହାତ ହଲାଇ ଖୁସିବ୍ୟକ୍ତ କରିବା ସହ ଅନେକେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ସ୍ଥାନେ ସ୍ଥାନେ ଗାଡି ଅଟକାଇ ପିଲାଙ୍କଠାରୁ ଫୁଲ ତୋଡା ଗ୍ରହଣ କରିଥିଲେ। କେତେଜଣ ପିଲାଙ୍କ ସହିତ କଥା ହେବା ସହ ସେଲ୍ଫି ମଧ୍ୟ ଉଠାଇଥିଲେ। ଏହି ସମୟରେ ଲୋକଙ୍କ ମୁହଁରୁ ସ୍ବତଃ ବାହାରିପଡୁଥିଲା, ଏତେଦିନ ପରେ ଆମେ ଜଣେ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ପାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri