ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋନରମା ମହାନ୍ତି ଶନିବାର ସୂଚନା ଦେଇଛନ୍ତି। ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ୧୧ଜିଲାକୁ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ସେପଟେ ଶନିବାର ବାରିପଦାରେ ସର୍ବାଧିକ ୪୩.୮ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୪୩.୬, ନୂଆପଡ଼ା ୪୩, ସମ୍ବଲପୁର ୪୨.୮, ସୁନ୍ଦରଗଡ଼ ୪୨, ହୀରାକୁଦ ୪୨.୫, ତାଳଚେର ୪୨.୬, ରାଉରଖେଲା ୪୨.୬, ଭବାନିପାଟଣା ୪୧.୬, ବଲାଙ୍ଗୀର ୪୨.୨, ଟିଟିଲାଗଡ଼ ୪୨, ସୋନପୁର ୪୨.୩, ନୟାଗଡ଼ ୪୧, ବୌଦ୍ଧ ୪୧.୮, ପାରାଳଖେମୁଣ୍‌ଡି ୪୦.୬, ଢେଙ୍କାନାଳ ୪୦.୫, ବାଲେଶ୍ୱରରେ ୪୦ଡିଗ୍ରୀ ସେଲସିୟସ ଦିନତାପମାତ୍ରା ରହିଥିଲା। ତେବେ ଶନିବାର ପାରଳାଖେମୁଣ୍ଡିରେ ୩୨ମିମି ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri