Posted inଜାତୀୟ

ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ: ଟୁଇଟ୍‌ ଯୋଗେ କହିଲେ…

କୋଲକାତା,୧୭।୬: ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ନୂଆ ଜଲପାଇଗୁଡିରେ କଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛରୁ ଉଚ୍ଚ ବେଗରେ ଆସୁଥିବା ଏକ ମାଲବାଦୀ ଟ୍ରେନ ଦ୍ୱାରା ଶକ୍ତ ଧକ୍କା ହୋଇଥିଲା। ସିଲିଗୁଡି ଅତିକ୍ରମ କରିବା ପରେ ରଙ୍ଗପାଣି ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଟ୍ରେନର ପଛ ପାର୍ଶ୍ୱରେ ଥିବା ତିନୋଟି ବଗି ନଷ୍ଟ ହୋଇଯାଇଛି। କୁହାଯାଉଛି ଯେ, ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।
ରେଳବାଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଦୁଇଟି ଯାତ୍ରୀ ବଗି ଏବଂ ଗୋଟିଏ ପାର୍ସଲ ବଗି ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ଡାକ୍ତରଖାନାକୁ ସତର୍କ କରାଯାଇଛି।
ଏହି ଦୁର୍ଘଟଣାରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦୁଃଖ ପ୍ରକାଶ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ, ଏନ୍‌ଡିଆର୍‌ଏଫ୍‌ ଏବଂ ଏସ୍‌ଡିଆର୍‌ଏଫ୍‌ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri