Posted inଜାତୀୟ

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ ସମସ୍ୟାର ସମ୍ମୁଖୀନ ହୋଇଥିବା ଜଣାପଡ଼ିଛି । ଯାତ୍ରୀଙ୍କ ସହ କର୍ମଚାରୀ ମଧ୍ୟ ହଇରାଣ ହୋଇଛନ୍ତି । ଚେକ୍‌ ଇନ୍‌ ଠାରୁ ଆରମ୍ଭ କରି ବୋର୍ଡିଂ ପର୍ଯ୍ୟନ୍ତ ସମସ୍ତ କାମ ଠପ୍‌ ହୋଇପଡ଼ିଛି । ଏହାର ପ୍ରଭାବ ବିମାନ ଉଡ଼ାଣ ଉପରେ ମଧ୍ୟ ପଡ଼ିଛି । କେତେକ ବିମନ ଉଡ଼ାଣରେ ବିଲମ଼୍ବ ହୋଇଛି ।

ଦିଲ୍ଲୀ ବିମାନ ବନ୍ଦରରେ ଦ଼୍ବିପ୍ରହର ୨.୩୦ ପାଖାପାଖି ବିଜୁଳି କଟିଛି । ଫଳରେ ସ୍କାନର ମେସିନ୍‌ ସହ ସମସ୍ତ ଯାନ୍ତ୍ରିକ ସିଷ୍ଟମ ଏବଂ ସେଣ୍ଟ୍ରାଲାଇଜ୍‌ ଏସି ମଧ୍ୟ ବନ୍ଦ ହୋଇଯାଇଛି । ସ୍କାନିଂ ମେସିନ୍‌ ବନ୍ଦ ହୋଇଯିବା ଫଳରେ ପ୍ରବେଶ ଦ଼୍ବାର ବନ୍ଦ ହୋଇଯାଇଛି । ଫଳରେ ଗେଟ୍‌ ବାହାରେ ଲମ଼୍ବାଲାଇନ୍‌ ଲାଗିଛି । ଗରମରେ ଯାତ୍ରୀ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri