ଡ୍ରେନ୍‌ ଟ୍ରାଜେଡି: ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୧୯।୬: ଭୁବନେଶ୍ବରରେ ଡ୍ରେନ୍‌ରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି। ଏହା ପରେ ମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ବ୍ୟାରିକେଡ କାହିଁକି ହୋଇନି, ସା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୭ ଦିନ ମଧ୍ୟରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଆଉ କେତେ ମୁକୁଳା ଡ୍ରେନ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେବା ସହ ୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍‌ କଭର୍‌ ହେବ ମନ୍ତ୍ରୀ ସୂଚନା ଦେଇଛନ୍ତି।

ମଙ୍ଗଳବାର ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ କଲୋନୀର ଏସ୍କେ ରାଜେଶ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିବା ବେଳେ ବେଲୁନ୍‌କୁ ଆଣିବାକୁ ଡ୍ରେନ୍‌ ଭିତରକୁ ଯାଉଥିବା ବେଳେ ଏସ୍କେ ରାଜେଶ ବର୍ଷା ପାଣିରେ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri