ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା

ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍‌ରେ ଅଛନ୍ତି । ଏସବୁ ମଧ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟିଛନ୍ତି ୨୨ଜଣ ଅଧିକାରୀ । ଉପସଚିବଙ୍କ ସମେତ ୭ ସେକ୍ସନ ଅଫିସରଙ୍କୁ ବିଦା କରାଯାଇଛି। ସେହିପରି ୧୫ଜଣ ଏଏସ୍‌ଓଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟାଯାଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ଦାୟିତ୍ୱ ନେବାର ପ୍ରଥମ ଦିନରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମାଝି। ସେଠାରେ ସେ କାର୍ଯ୍ୟାଳୟର ପ୍ରଶାସନିକ ବ୍ୟବସ୍ଥା ଦେଖି ତାଜୁବ ହୋଇଯାଇଥିଲେ। ି କିଛି ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଦୀର୍ଘ ବର୍ଷ ଧରି କବ୍‌ଜା କରି ରହିଥିବା ଦେଖିବାକୁ ପାଇଥିଲେ । ତେଣୁ ଏକ ବଡ଼ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ବିଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri