Posted inଜାତୀୟ

ନାଟକରେ ଭଗବାନ ରାମ-ସୀତାଙ୍କ ଅପମାନ କରିଥିଲେ ଆଇଆଇଟି ବମ୍ବେର ଛାତ୍ର, ନିଆଗଲା ବଡ଼ କାର୍ଯ୍ୟାନୁଷ୍ଠାନ

ବମ୍ବେ,୨୦।୬: ଆଇଆଇଟି ବମ୍ବେର ଓପନ ଏୟାର ଥିଏଟରରେ ନାଟକ ସମୟରେ ଭଗବାନ ରାମ ଏବଂ ଦେବୀ ସୀତାଙ୍କ ଅପମାନ କରାଯାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଛାତ୍ରମାନଙ୍କ ଉପରେ ୧.୨ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଛି। ଜରିମାନା ରାଶି ଏକ ସେମିଷ୍ଟାର ଟଙ୍କା ସହ ସମାନ।

କହିରଖୁଛୁ, ମାର୍ଚ୍ଚରେ ଛାତ୍ରମାନେ ‘ରାହୋବନ’ ନାମକ ନାଟକରେ ଭାଗ ନେଇଥିଲେ, ଯାହାକି ରାମାୟଣ ଉପରେ ଆଧାରିତ ଥିଲା। ଏହି ନାଟକରେ ହିନ୍ଦୁ ଧର୍ମ ସହ ରାମ ଏବଂ ସୀତାଙ୍କ ପ୍ରତି ଅପମାନଜନକ ଦୃଶ୍ୟ ଦେଖାଯାଇଥିଲା। ତେବେ ଏହି ମାମଲାରେ ଆଇଆଇଟି ପକ୍ଷରୁ ୭ ଅନ୍ୟ ଛାତ୍ରଙ୍କୁ ମଧ୍ୟ ଦଣ୍ଡିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri