ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ ହୋଇ ଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ କଲେ ଶରୀର ସୁସ୍ଥ ରହିଥାଏ। ଯୋଗ ଗୋଟିଏ ଦିନ ନୁହେଁ ସବୁଦିନ କରିବା ଉଚିତ। ଏଥିସହିତ ସେ କହିଛନ୍ତି, ଯୋଗ ନୂଆ ଏବଂ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ  ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri