Posted inଜାତୀୟ

ନିଆଁ ଲିଭା ମେଶିନ୍‌ ପ୍ରସ୍ତୁତକାରୀ କମ୍ପାନୀରେ ନିଆଁ, ୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୨।୬: ଗୁରୁଗ୍ରାମର ଦୌଲତାବାଦ ବ୍ୟବସାୟିକ ଅଞ୍ଚଳରେ ଥିବା ନିଆଁ ଲିଭା ମେଶିନ୍‌ ପ୍ରସ୍ତୁତକାରୀ କମ୍ପାନୀରେ ନିଆଁ ଲାଗିଛି । ଏହି କମ୍ପାନୀରେ ଶୁକ୍ରବାର ମଧ୍ୟ ରାତ୍ରିରେ ନିଆଁ ଲାଗିବା କାରଣରୁ ୮ ଜଣ ଶ୍ରମିକଙ୍କର ପ୍ରାଣ ଯାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବିଭାଗର ୧୦ରୁ ଅଧିକ ଗାଡ଼ି ଏହି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ରାତି ପାଖାପାଖି ୨ଟା ସମୟରେ ଫ୍ୟାକ୍ଟ୍ରିରେ ଏକ ବିଷ୍ଫୋରଣ ହୋଇଥିଲା । ଏହାପରେ ଭୀଷଣ ନିଆଁ ଲଗିଯାଇଥିଲା । ଏତେ ଜୋରରେ ଶବ୍ଦ ହୋଇଥିଲା ଯେ ଆଖପାଖର ୧୦୦ ମିଟର ଭିତରେ କିଛି ଲୋକ ତଳେ ମଧ୍ୟ ପଡ଼ି ଯାଇଥିଲେ । ପାଖ ଫ୍ୟାକ୍ଟ୍ରିଗୁଡ଼ିର ଲୁହା ଆଙ୍ଗଲ, ଲୁହା ଚାଦର ଆଦି ତଳେ ପଡ଼ି ଯାଇଥିଲା । ନିଆଁ ଏତେ ଭୟଙ୍କର ହୋଇଥିଲା ଯେ ୩ କିଲୋମିଟର ପର୍ଯ୍ୟନ୍ତ ଏହା ଦେଖାଯାଇଥିଲା । ଅଗ୍ନିଶମ ବିଭାଗ ଫ୍ୟାକ୍ଟ୍ରି ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri