ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା
ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ହାଲୁକା ବର୍ଷା ଲାଗି ରହିବ। ଏହା ପରେ ବର୍ଷାର ପରିମାଣ ବଢ଼ିବ। ଅନ୍ୟ ୨୫ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri