Posted inଖେଳ

ଏହି ଅଭିନେତ୍ରୀଙ୍କ ପଛରେ ପଡିଛନ୍ତି ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ

ଲଗାତର ଦ୍ୱିତୀୟଥର ପାଇଁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ ହୋଇଛନ୍ତି ରବି ଶାସ୍ତ୍ରୀ। ଏହି ପୂର୍ବତନ କ୍ରିକେଟର ନିଜ ପ୍ରେମକୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ପ୍ରଥମେ ବଲିଉଡ ଅଭିନେତ୍ର ଅମୃତା ସିଂଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚା ଉଠିଥିଲା। କିନ୍ତୁ କୌଣସି କାରଣରୁ ଉଭୟଙ୍କ ସମ୍ପର୍କ ଭାଙ୍ଗିଯାଇଥିଲା। ପରେ ରବି ମୁମ୍ବାଇର ଜଣେ ନୃତ୍ୟ ଶିଳ୍ପୀ ନିତୁ ସିଂଙ୍କୁ ବିବାହ କରିଥିଲେ। କିନ୍ତୁ ୨୨ ବର୍ଷ ପରେ ୨୦୧୨ରେ ଉଭୟଙ୍କ ଛାଡପତ୍ର ହୋଇଯାଇଥିଲା। ଏବେ ରବି ଶାସ୍ତ୍ରୀ ବଲିଉଡର ଆଉ ଜଣେ ଅଭିନେତ୍ରୀଙ୍କ ସହ ଡେଟ କରିବାକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଗତ ବର୍ଷ ରବି ଶାସ୍ତ୍ରୀ ଏବଂ ଅଭିନେତ୍ରୀ ନିମରତ କୌରଙ୍କ ସମ୍ପର୍କ ଖୁବ ଚର୍ଚ୍ଚା ସାଉଁଟିଥିଲା। ଶାସ୍ତ୍ରୀ ଓ  ନିମରତ ବିଗତ ଦୁଇ ବର୍ଷ ହେବ ଦୁହେଁ ଦୁହିଁଙ୍କୁ ଡେଟ କରି ଆସୁଛନ୍ତି। ଏମାନଙ୍କ ପ୍ରଥମ ସାକ୍ଷାତ ୨୦୧୫ରେ ଜର୍ମାନର ଏକ କାର ଲଞ୍ଚିଙ୍ଗ ସମୟରେ ହୋଇଥିଲା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri