Posted inଜାତୀୟ

ପ୍ରଥମେ ରାଗିଲେ, ପରେ ହସିଲେ

ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟ ଅଧିବେଶନର ପଞ୍ଚମ ଦିନରେ ଲୋକ ସଭାରେ ନିଟ୍‌ ପ୍ରସଙ୍ଗ ଜୋରଦାର ହୋଇଥିଲା। ଲୋକ ସଭାରେ ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ନିଟ୍‌ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ଉକ୍ତ ପ୍ରସଙ୍ଗକୁ ନେଇ ପ୍ରବଳ ହଟ୍ଟଗୋଳ ହେବାରୁ ଗୃହକାର୍ଯ୍ୟ ମୁଲତବୀ ରଖିବାକୁ ପଡ଼ିଲା। ଯେତେବେଳେ ଲୋକ ସଭା ପୁଣି ଆରମ୍ଭ ହେଲା ସେତେବେଳେ ବାଚସ୍ପତି ଓମ୍‌ ବିର୍ଲା ତାଙ୍କ ଆସନରେ ବସିଥିଲେ। ବିରୋଧୀ ପୁନର୍ବାର ନିଟ୍‌କୁ ନେଇ ହୋ-ହଲ୍ଲା ଆରମ୍ଭ କରିଥିଲେ। ପ୍ରଥମେ ବାଚସ୍ପତି ରାଗିଯାଇଥିଲେ ହେଁ ପରବର୍ତ୍ତୀ ମୁହୂର୍ତ୍ତରେ ହସିଥିଲେ।

ବାଚସ୍ପତି ତାଙ୍କ ଚେୟାରରେ ବସିବା ମାତ୍ରେ ବିରୋଧୀ ଏମ୍‌ପିମାନ ନିଜ ଆସନରୁ ଉଠି ହଟ୍ଟଗୋଳ କରିଥିଲେ। ଏହି ଦୃଶ୍ୟ ଦେଖି ବାଚସ୍ପତି ପ୍ରଥମେ ରାଗିଗଲେ ଏବଂ ପରେ ହସିବାକୁ ଲାଗିଲେ। ଏହି ସମୟରେ ସେ ବିରୋଧୀ ଏମ୍‌ପିମାନଙ୍କୁ ସମ୍ବୋଧିତ କରି କହିଥିଲେ, ‘ଗୋଟିଏ ମିନିଟ୍‌। ଏହା ଏକ ସମ୍ମାନଜନକ ସଦସ୍ୟଙ୍କ ଶପଥ। ପ୍ଲିଜ୍‌, ପ୍ଲିଜ୍‌। ଯେତେବେଳେ ଏମ୍‌ପିମାନ ମାନିଲେ ନାହିଁ ରାହୁଲଙ୍କ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରି ସେ କହିଥିଲେ, ମାନନୀୟ ବିରୋଧୀ ଦଳର ନେତା, ଦୟାକରି ଏମାନଙ୍କୁ ବୁଝାନ୍ତୁ। କେତେବେଳେ ଉଠିବେ ଆଉ କେତେବେଳେ ବସିବେ। ଏହି କଥାକୁ ନେଇ ଗୃହରେ ହାସ୍ୟରୋଳ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri