Posted inରାଜ୍ୟ

ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର

ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍‌ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା।

ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍‌ରେ ଅନେକ ଆଇଏଏସ୍‌ ରହିଥିଲେ। ବରିଷ୍ଠ ଦୃଷ୍ଟିରୁ ୧୯୯୧ ବ୍ୟାଚ୍‌ର ଆଇଏଏସ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଗରେ ରହିଥିଲେ। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାଁକୁ ନେଇ ବି ଚର୍ଚ୍ଚା ଲାଗି ରହିଥିଲା। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ସରକାର ଏଥିରେ ପୂର୍ଣ୍ଣଚ୍ଛେଦ ପାକାଇଛନ୍ତି । ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri