Posted inଖେଳ

ଦ୍ୱିତୀୟ ଥର ଟି୨୦ ବିଶ୍ୱକପ ଜିତିଲା ଭାରତ, ପୁଣି ଫେଲ୍ ମାରିଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟ ଥର ଟି୨୦ ବିଶ୍ୱକପ ବିଜୟୀ ହୋଇଛି ଭାରତ। ଏଥିସହିତ ଭାରତ ଚତୁର୍ଥ ଥର ପାଇଁ କୌଣସି ବିଶ୍ୱକପ ଜିତିଛି। ଶନିବାର ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲ ମୁକାବିଲାରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରିଛି। ଏହି ବିଜୟ ପରେ ୧୫୦ କୋଟି ଭାରତୀୟ ଉତ୍ସବମୁଖର ହୋଇଛନ୍ତି।

ଭାରତୀୟ ଦଳ ଦୁଇଥର (୧୯୮୩, ୨୦୧୧) ଦିନିକିଆ ବିଶ୍ୱକପ ଟାଇଟଲ ଜିତିଛି। ସେହିଭଳି ଦୁଇଥର (୨୦୦୭, ୨୦୨୪) ଟି ୨୦ ବିଶ୍ୱକପ୍ ଟାଇଟଲ୍ ଜିତିଛି। ଦଳ ଶେଷ ଥର ପାଇଁ ୨୦୧୧ ରେ ଦିନିକିଆ ବିଶ୍ୱକପ ଜିତିଥିଲା ​​। ବର୍ତ୍ତମାନ ୧୩ ବର୍ଷ ପରେ କୌଣସି ବିଶ୍ୱକପ୍ (ଟି -୨୦ ରେ) ଟାଇଟଲ୍ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri