Posted inଜାତୀୟ

ନୂଆ ଆଇନରେ ହୋଇଛି ଏସବୁ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧ା୭: ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ ବୋଲି ବିଶ୍ୱାସ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରି ଅପରାଧ ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହୋଇଛି।

ଏହି ନୂଆ ଆଇନରେ ବହୁତ କିଛି ପରିବର୍ତ୍ତନ ଘଟିଛି। ସେଗୁଡ଼ିକ ହେଲା…
-ଅପରାଧ ତାଲିକାରୁ ରାଜଦ୍ରୋହ ହଟିଛି।
-ପୃଥକୀକରଣ, ବିଚ୍ଛିନ୍ନତାବାଦ, ବିଦ୍ରୋହ, ଭାରତର ସାର୍ବଭୌମତ୍ୱ, ଏକତା ଏବଂ ସଂହତି ଉପରେ ଆକ୍ରମଣ ମାମଲାରେ ସ୍ବତନ୍ତ୍ର ଦଣ୍ଡବ୍ୟବସ୍ଥା।
-ନାବାଳିକାଙ୍କୁ ଗଣବଳାତ୍କାର, ଭିଡ଼ ହିଂସା ପାଇଁ ମୃତ୍ୟୁଦଣ୍ଡ।
-ପ୍ରଥମ ଥର ପାଇଁ କମ୍ୟୁନିଟି ସେବା ଏକ ଦଣ୍ଡ ଭାବେ ସ୍ଥାନିତ।
-ଶୁଣାଣି ଶେଷ ହେବାର ୩୦ ଦିନ ମଧ୍ୟରେ ତଦନ୍ତ, ବିଚାର ଓ ରାୟ।
-ବଳାତ୍କାର ପୀଡ଼ିତାଙ୍କ ବୟାନର ଭିଡିଓ ରେକର୍ଡିଂ ବାଧ୍ୟତାମୂଳକ।
-ସମ୍ପତ୍ତି ବାଜ୍ୟାପ୍ତ ଏବଂ ଅପରାଧ ପ୍ରୋସଡ୍ୟୁର ନୂଆ ବ୍ୟବସ୍ଥା।
-କାଗଜପତ୍ରରେ ରେକର୍ଡ ଭଳି ଇଲେକ୍ଟ୍ରୋନିକ୍‌ ବା ଡିଜିଟାଲ ରେକର୍ଡର ସମାନ ଆଇନଗତ ପ୍ରଭାବ, ବୈଧତା ଏବଂ ପ୍ରବର୍ତ୍ତନୀୟତା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri