ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଲଙ୍ଗଳେଶ୍ୱର ଗୋସେଇଁ ପାଟଣା ସାହିର ରସାୟନ ମଲ୍ଲିକ ହନୁମାନ ମନ୍ଦିରରେ ବସିଥିବାବେଳେ ସେହି ଗ୍ରାମର ଗୋଟିଏ ପରିବାରର କିଛି ସଦସ୍ୟ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ରସାୟନଙ୍କ ମୁଣ୍ଡ, ହାତ, ଦେହରେ ଆଘାତ ଲାଗି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ, ଭେଜିପୁଟ ଫାଣ୍ଡି ଅଧିକାରୀ ଦେବାଶିଷ ମିଶ୍ର, ଛତ୍ରପୁର ଏସଡିପିଓ ଗୌରହରୀ ସାହୁ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଥିଲେ। ତେବେ ଉକ୍ତ ପରିବାରର ଦୁଇ ଜଣ ସଦସ୍ୟଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri