ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍ ସୋସାଇଟି ଅଫ୍ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍ନିଂ ଇଞ୍ଜିନିୟର୍ସ (ଆଇଏସ୍ଏଚ୍ଏଆର୍ଏଇ ବା ଇସ୍ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା ହୋଟେଲଠାରେ କରାଯାଇଥିଲା। ରାଜ୍ୟରେ ଇସ୍ରାଏର ଅଭିନବ ଓ ଉଲ୍ଲେଖନୀୟ ଯାତ୍ରାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଫଳତାକୁ ଚିହ୍ନିତ କରୁଛି। ଏହି କାର୍ଯ୍ୟକ୍ରମରେ ଆସୋସିଏଶନର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଏହି ସେରିମନିରେ ଗଭର୍ନର ବୋର୍ଡ ପାଇଁ ଏକ ଶପଥ ଗ୍ରହଣ ସମାରୋହର ଆୟୋଜନ କରାଯାଇଥିଲା, ଯେଉଁଥିରେ ଇସ୍ରାଏ ଭୁବନେଶ୍ୱର ଚାପ୍ଟରର ତତ୍କାଳ ପୂର୍ବତନ ଅଧ୍ୟକ୍ଷ ବାଲାଜୀ କୁମାର ଚୌଧୁରୀ, ଅଧ୍ୟକ୍ଷ ନୀଳାଚଳ କାଶୀନାଥ ଗୌଡ, ନିର୍ବାଚିତ ଅଧ୍ୟକ୍ଷ ସଚିନ୍ଦ୍ର କୁମାର ରାଉତ, ସଚିବ ସଞ୍ଜିତ କୁମାର ଆଚାର୍ଯ୍ୟ, ଟ୍ରେଜରର ନିଳୋପତ୍ଳା ବେଜ୍ ପ୍ରମୁଖ ସାମିଲ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସୋସାଇଟି ନିୟମ ଅନୁଯାୟୀ ପାଳନ କରାଯାଇଥିଲା। ଏହି ଅବସରରେ ସି. ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟିର ଅଧ୍ୟକ୍ଷ ଡ.ସଞ୍ଜୀବ କୁମାର ରାଉତ କହିଛନ୍ତି, ଇସ୍ରାଏ ଭୁବନେଶ୍ୱରର ଉଭୟ ବୈଜ୍ଞାନିକ ଓ ବୈଷୟିକ କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ସୃଷ୍ଟିକରି ଏହି ବର୍ଦ୍ଧିତ ଶିଳ୍ପକୁ ସହଯୋଗ କରିବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଶିକ୍ଷାନୁଷ୍ଠାନ, ଆଇଟିଆଇ, ୟୁନିଭର୍ସିଟିଗୁଡିକ ସହଯୋଗରେ ଏହା ଶିଳ୍ପ ପାଇଁ ପ୍ରଶିକ୍ଷିତ ବ୍ୟକ୍ତି ସୃଷ୍ଟି କରିପାରିବ ଏବଂ ଅଣସଂଗଠିତ କ୍ଷେତ୍ରରେ ବିଦ୍ୟମାନ ବୈଷୟିକ କର୍ମଚାରୀମାନଙ୍କୁ ଅପ୍ଗ୍ରେଡ୍ କରିପାରିବ। ମୁଁ ଏହା ଜାଣି ଖୁବ୍ ଖୁସି ଅନୁଭବ କରୁଛି ଯେ ୭ବର୍ଷ ପୂର୍ବେ ଆମେ ସୃଷ୍ଟି କରିଥିବା କ୍ଷୁଦ୍ର ସଂଗଠନଗୁଡିକ ଏବେ ଶିଳ୍ପ ଓ ବ୍ୟବସାୟଗୁଡିକ ସହ ସମନ୍ବୟ ରକ୍ଷାକରି ବିକଶିତ ସହ ବୃଦ୍ଧି ପାଉଛନ୍ତି।
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...
ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...
‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି
ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...
ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...
ଇନ୍ଷ୍ଟାଗ୍ରାମରେ ପରସ୍ପରକୁ ଅନ୍ଫଲୋ କଲେ ପଲାଶ-ସ୍ମୃତି
ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...
୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…
ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...
ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...
୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…
ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...
Archives


