Posted inଖେଳ

ନୂଆ ହେଡ୍‌ କୋଚ୍‌ର ଦାୟିତ୍ୱ ମିଳିବା ପରେ ବିସିସିଆଇ ସଚିବ ଜୟ ଶାହାଙ୍କୁ ଲେଖିଲେ…

ନୂଆଦିଲ୍ଲୀ,୧୦।୭: ଭାରତୀୟ ଟିମ୍ର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବେ ଦାୟିତ୍ୱ ମିଳିଛି। ଏନେଇ ମଙ୍ଗଳବାର ବିସିସିଆଇ ସଚିବ ଜୟ ଶାହା ସୂଚନା ଦେଇଛନ୍ତି। ଶାହା ତାଙ୍କ ପୋଷ୍ଟରେ ଗମ୍ଭୀରଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ ଭାରତୀୟ କ୍ରିକେଟକୁ ଆଗକୁ ନେବା ପାଇଁ ଗମ୍ଭୀର ଜଣେ ଆଦର୍ଶ ବ୍ୟକ୍ତି । ଏହା ଉପରେ ପୂର୍ବତନ ଭାରତୀୟ କ୍ରିକେଟର ତଥା ଟିମ ଇଣ୍ଡିଆର ନୂତନ ମୁଖ୍ୟ ପ୍ରଶିକ୍ଷକ ଗମ୍ଭୀର ତାଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଥିବାରୁ ବିସିସିଆଇ ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 

ଜୟ ଶାହାଙ୍କୁ ଧନ୍ୟବାଦ ଦେଇ ଗମ୍ଭୀର ଦଳ ଭଲ ପ୍ରଦର୍ଶନ କରିବା ସହ ସଫଳତାର ନୂତନ ଉଚ୍ଚତାରେ ପହଞ୍ଚିବ ବୋଲି ଲେଖିଛନ୍ତି। ଏହାପୂର୍ବରୁ ଜୟ ଶାହା କହିଥିଲେ ଯେ, ଆଧୁନିକ କ୍ରିକେଟ ବହୁତ ଦ୍ରୁତ ଗତିରେ ବିକଶିତ ହୋଇଛି ଏବଂ ଗମ୍ଭୀର ଏହି ପରିବର୍ତ୍ତନକୁ ଅତି ନିକଟରୁ ଦେଖିଛନ୍ତି। ତେଣୁ ବର୍ତ୍ତମାନ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦ ପାଇଁ ତାଙ୍କଠାରୁ କୌଣସି ଭଲ ବିକଳ୍ପ ଥିବା ପରି ମନେ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri