Posted inଖେଳ

‘ଗମ୍ଭୀର କ୍ରୋଧି, ଦ୍ରାବିଡଙ୍କ ସ୍ଥାନ ନେଇପାରିବେ ନାହିଁ’

ନୂଆଦିଲ୍ଲୀ,୧୧।୭: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଟି୨୦ ବିଶ୍ୱକପ୍‌ ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଏବେ ଗମ୍ଭୀର କୋଚ୍‌ ନିଯୁକ୍ତ ହେବା ପରେ ଭାରତୀୟ କ୍ରିକେଟର ସହ କ୍ରିକେଟ ବିଶେଷଜ୍ଞମାନେ ପ୍ରଶଂସା କରୁଥିବା ବେଳେ ପୂର୍ବତନ ପାକିସ୍ତାନ କ୍ରିକେଟର ବଡ଼ ବୟାନ ଦେଇଛନ୍ତି।

କ୍ରିକେଟର ବାସିତ ଅଲି କହିଛନ୍ତି, ରାହୁଲ ଦ୍ରାବିଡ ଟିମ୍‌ ଇଣ୍ଡିଆ ଲାଗି ବାପା ସମାନ ଥିଲେ। ଏଣୁ ଗମ୍ଭୀରଙ୍କ ପାଇଁ ସେହି ପଦବୀ ହାସଲ କରିବା କଷ୍ଟକର ହେବ। ଗମ୍ଭୀର କ୍ରୋଧି। ଯଦିଓ କେକେଆର୍‌ ସହ ଆଇପିଏଲ୍‌ରେ ସେ ଭଲ ପ୍ରଦର୍ଶନ କରିଛନ୍ତି, ହେଲେ ଭାରତର କୋଚ୍‌ ଭାବେ ତାଙ୍କ ପାଇଁ କଷ୍ଟସାଧ୍ୟ ହେବ।

ସେ ଆହୁରି ମଧ୍ୟ କହିଛନ୍ତି, ଶ୍ରୀଲଙ୍କା ଏବଂ ବାଲାଂଦେଶ ବିପକ୍ଷ ଆଗାମୀ ସିରିଜ ଗମ୍ଭୀରଙ୍କ ପାଇଁ ଚ୍ୟାଲେଞ୍ଜବିଶିଷ୍ଟ ରହିବ ନାହିଁ। ହେଲେ ନଭେମ୍ବରରେ ହେବାକୁ ଥିବା ଅଷ୍ଟ୍ରେଲିଆ ଗସ୍ତ ତାଙ୍କର ସବୁଠାରୁ ବଡ଼ ପରୀକ୍ଷା ହେବ। କୋହଲିଙ୍କ ସହ ସମ୍ପର୍କକୁ ନେଇ ଗମ୍ଭୀରଙ୍କ ଭୂମିକା ପ୍ରଭାବିତ ହେବ ବୋଲି ସେ କହିଛନ୍ତି। ହେଲେ ଭାରତରେ ତାଙ୍କର ସମାଜସେବାର ସେ ପ୍ରଶଂସା କରିବା ସହ ଭାରତୀୟ କୋଚ୍‌ ଭାବେ ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri