ଉପରେ ମିଠା କଥା କହି, ଭାରତ ବିରୋଧରେ ବିଷ ବୁଣୁଛି ଚାଇନା

ନୂଆଦିଲ୍ଲୀ,୧୧।୭: ଚାଇନା ନିଜ ପ୍ରତୃତିରୁ ଆଦୌ ସୁଧୁରିବ ନାହିଁ। ପ୍ରଥମେ ମଧୁର କଥା କହୁଛି, କିନ୍ତୁ ହୃଦୟରେ ବିଷ ଛଡା ଆଉ କିଛି ନାହିଁ। ସୀମା ବିବାଦର ସମାଧାନ ପାଇଁ ସେ ଭାରତ ସହ ହାତ ମିଳାଇବା ବିଷୟରେ କହୁଉି, କିନ୍ତୁ ଭିତରେ ସେ ନିଜର ପ୍ରକୃତ ଶକ୍ତି ପ୍ରଦର୍ଶନ କରିଛି। ଭାରତର ବିକାଶ ଦେଖି ସହିପାରୁନି ଚାଇନା। ଏହି କାରଣରୁ ସେ ଆନ୍ଦୋଳିତ ହୋଇ ପୁଣିଥରେ ହିଂସାତ୍ମକ ଆଚରଣ ପ୍ରଦର୍ଶନ କରିଛନ୍ତି। ଚାଇନା ପୁଣିଥରେ ଭାରତୀୟ ମାଟିରେ ନିଜର ଅଧିକାର ଜାହିର କରିଛି। ଚାଇନା ବିଷ ଉଗାଳି କହିଛି,ଅରୁଣାଚଳ ପ୍ରଦେଶ ସୀମାରେ କୌଣସି ବିକାଶମୂଳକ କାର୍ଯ୍ୟ କରିବାକୁ ଭାରତର କୌଣସି ଅଧିକାର ନାହିଁ।
ଚାଇନାର ବୈଦେଶିକ ମନ୍ତ୍ରଣାଳୟ କହିଛି, ଚାଇନା ‘ଦକ୍ଷିଣ ତିବ୍ଦତ’ ବୋଲି କହୁଥିବା ଅଞ୍ଚଳରେ ବିକାଶ କାର୍ଯ୍ୟ କରିବାକୁ ଭାରତର କୌଣସି ଅଧିକାର ନାହିଁ। ନିକଟରେ ଭାରତର ସୀମାନ୍ତ ରାଜ୍ୟ ଅରୁଣାଚଳ ପ୍ରଦେଶରେ ଜଳ ବିଦ୍ୟ ପ୍ରକଳ୍ପକୁ ଶୀଘ୍ର ଅଗ୍ରଗତି କରିବାକୁ ଭାରତର ଯୋଜନା ଉଲ୍ଲେଖ କରାଯାଇଛି। ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଏହାର ବିବୃତ୍ତିରେ କହିଛି, ଦକ୍ଷିଣ ତିବ୍ଦତ ହେଉଛି ଚାଇନାର ଅଞ୍ଚଳ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri