Posted inଖେଳ

ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ଫାଇନାଲ, ଦୋହରାଇବ ୨୦୦୭ ଟି-୨୦ ବିଶ୍ୱକପ୍‌ର ଇତିହାସ

ନୂଆଦିଲ୍ଲୀ,୧୩।୭: ଫାଇନାଲରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ଖେଳାଯାଉଥିବା ଓ୍ବାଲର୍‌ଡ ଚାମ୍ପିୟନସିପ ଅଫ ଲିଜେଣ୍ଡସ୍‌ ୨୦୨୪ରେ ଇଣ୍ଡିଆ ଚାମ୍ପିୟନ୍ସ ଏବଂ ପାକିସ୍ତାନ ଚାମ୍ପିୟନ୍ସ ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ଇଣ୍ଡିଆ ଚାମ୍ପିୟନ୍ସ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି ଏବଂ ପାକିସ୍ତାନ ଚାମ୍ପିୟନ୍ସ ସେମିଫାଇନାଲରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଟାଇଟଲ ମ୍ୟାଚରେ ସ୍ଥାନ ପାଇଛି। ଏହି ଟି -୨୦ଲିଗ ର ଫାଇନାଲ ୨୦୦୭ ଟି -୨୦ ବିଶ୍ୱକପ ଇତିହାସକୁ ପୁନରାବୃତ୍ତି କରିପାରେ, କାରଣ ଉଭୟ ଦଳର ଅନେକ ଖେଳାଳି ଅଛନ୍ତି ଯେଉଁମାନେ ୨୦୦୭ଟି -୨୦ ବିଶ୍ୱକପ୍‌ ଫାଇନାଲର ମଧ୍ୟ ଅଂଶ ଥିଲେ।

ଓ୍ବାଲର୍‌ଡ ଚାମ୍ପିୟନସିପ ଅଫ ଲିଜେଣ୍ଡସ୍‌ ୨୦୨୪ରେ ଇଣ୍ଡିଆ ଚାମ୍ପିୟନ୍ସ ଏବଂ ପାକିସ୍ତାନ ଚାମ୍ପିଅନ୍ସ ମଧ୍ୟରେ ଅନ୍ତିମ ମ୍ୟାଚ ଆଜି ଅର୍ଥାତ୍‌ ଜୁଲାଇ ୧୩ ଶନିବାର ଦିନ ବର୍ମିଂହାମର ଏଡବାଷ୍ଟନ ଠାରେ ଖେଳାଯିବ। ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ରାତି ୯ ଟାରୁ ଆରମ୍ଭ ହେବ।

୨୦୦୭ ଟି -୨୦ ବିଶ୍ୱକପ୍‌ ଫାଇନାଲରେ ଭାରତ ଏବଂ ପାକିସ୍ଥାନର ଦଳ ମୁହାଁମୁହିଁ ହୋଇଥିଲେ। ଜୋହାନ୍ସବର୍ଗରେ ଖେଳାଯାଇଥିବା ସେହି ଅନ୍ତିମ ମ୍ୟାଚରେ ଟିମ ଇଣ୍ଡିଆ ୫ ରନ୍‌ରେ ବିଜୟୀ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri