ପମ୍ପ ହାଉସ୍‌ରୁ ନେଇଗଲେ କେବୁଲ ତାର: ୫ ଦିନ ହେଲା ଜଳ ଯୋଗାଣ ବନ୍ଦ

ଦେଓଗାଁ,୧୫ା୭(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ କୁତୁର୍ଲା ପଞ୍ଚାୟତର ବହଲି, ସାରସବାହାଲ ଓ କୁତୁର୍ଲା ପମ୍ପ ହାଉସ୍‌ରୁ କେବୁଲ ଚୋରି ହୋଇଯାଇଛି ା ଇତିମଧ୍ୟରେ ୫ ଦିନ ବିତିଯାଇଥିଲେ ବି କୌଣସି ପଦକ୍ଷେପ ନିଆ ନ ଯିବାରୁ କୁତୁର୍ଲା ପଞ୍ଚାୟତର ସମସ୍ତ ଗାଁକୁ ଜଳ ଯୋଗାଣ ବ୍ୟାହତ ହୋଇଛି।

ସପ୍ତାହକ ତଳେ ଦୁର୍ବୃତ୍ତମାନେ ଗୋଟିଏ ରାତିରେ ୩ଟି ପମ୍ପ୍‌ ହାଉସର କେବୁଲ କାଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି ା ଗତ କିଛି ଦିନ ହେଲା ଅଞ୍ଚଳରେ କେବୁଲ ଚୋରି ବଢିବାରେ ଲାଗିଛି। ଫଳରେ ପିଇବା ପାଣି ପାଇବାରୁ ଗ୍ରାମବାସୀ ବଞ୍ଚିତ ରହୁଛନ୍ତି। ସମ୍ପୃକ୍ତ ବିଭାଗର ଜେ.ଇ ବିଶ୍ୱଜିତ ଜେନାଙ୍କୁ ପଚାରିବାରୁ କେବୁଲ ମଗାଇଛୁ, ଦିନେ ଦୁଇଦିନ ଭିତରେ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri