Posted inଫୁରସତ

ସର୍ଜରୀ ବେଳେ ଭିଡିଓ ଗେମ୍‌ ଖେଳିଲେ ରୋଗୀ, Video ଦେଖିଲେ…

ସର୍ଜରୀ କଥା ପଡ଼ିଲେ କିଛି ଲୋକ ଛାନିଆ ହୁଅନ୍ତି। ହେଲେ ସୋସିଆଲ ମିଡିଆରେ ଏଭଳି ଏକ ଭାଇରାଲ ହେଉଛି ଯାହାକୁ ଦେଖି ଆପଣ ବି ଚିନ୍ତାରେ ପଡ଼ିଯିବେ। କାରଣ ଭିଡିଓଟିରେ ସର୍ଜରୀ ସମୟରେ ଜଣେ ରୋଗୀ ମୋବାଇଲ ଫୋନରେ ଭିଡିଓ ଗେମ୍‌ ଖେଳୁଥିବା ଦେଖାଯାଇଛି। ଆନାସ୍ଥେସିଆ ଟେକ୍ନୋଲୋଜିଷ୍ଟ ଡା. ସୁମିତ ଘୋଷ ଏବଂ ଡାୟାଲିସିସ୍‌ ଟେକ୍ନିସିଆନ୍‌ ଡା. ପିଙ୍କି ମୁଖାର୍ଜୀ ନିଜର ଇନଷ୍ଟାଗ୍ରାମରେ ଭିଡିଓକୁ ଶେୟାର କରିବା ପରେ ତାହା ଭାଇରାଲ ହେବାରେ ଲାଗିଛି।

The video was shared on Instagram

ସର୍ଜରୀ ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ରୋଗୀ ଅପରେଶନ କୋଠରୀରେ ଅଛନ୍ତି। ଡାକ୍ତରମାନେ ତାଙ୍କର ସର୍ଜରୀ କରୁଛନ୍ତି। ସ୍ଥିତି ଗମ୍ଭୀର ଥିଲେ ବି ରୋଗୀଜଣଙ୍କ ବେଶ ଆରାମରେ ନିଜ ଫୋନ୍‌ରେ ଭିଡିଓ ଗେମ୍‌ ଖେଳିବାରେ ବ୍ୟସ୍ତ ରହୁଛନ୍ତି। ଏହାକୁ ଏଯାବତ ୧୦୦ ମିଲିୟନରୁ ଅଧିକ ଲୋକ ଦେଖିସାରିଛନ୍ତି। ସେହିଭଳି ୧ ମିଲିୟନ ଲୋକେ ଏହାକୁ ପସନ୍ଦ କରିଛନ୍ତି।

ପୂର୍ବରୁ ଜଣେ ବ୍ୟକ୍ତି ମସ୍ତିଷ୍କ ଗିଟାର ବଜାଇବା ଦେଖାଯାଇଥିଲା। ଟ୍ୟୁମର କଢ଼ା ଯାଉଥିବା ବେଳେ ସେ ହୋସ୍‌ରେ ରହିବାକୁ ଥିଲା। ଏଣୁ ସେ ଏଭଳି ପଦକ୍ଷେପ ଉଠାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri