ବାଲେଶ୍ବରରେ ହେବନି ମହରମ ଶୋଭାଯାତ୍ରା

ବାଲେଶ୍ୱର,୧୬।୭: ଚଳିତ ବର୍ଷ ବାଲେଶ୍ବରରେ ହେବନି ମହରମ ଶୋଭାଯାତ୍ରା । କୌଣସି ସାହି କିମ୍ବା ବସ୍ତିରୁ ବାହାରିବନି ଜୁଲୁସ। ଶାନ୍ତି ଶୃଙ୍ଖଳାରେ ମହରମ ସାରିବାକୁ ପୋଲିସ ସହରବାସୀଙ୍କୁ ନିବେଦନ କରିଛି । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବାଲେଶ୍ବର ଏସପି ସାଗରିକା ନାଥ ।

ସୂଚନାଯୋଗ୍ୟ, ବାଲେଶ୍ବର ସହରରେ ସାମ୍ପ୍ରଦାୟୀକ ଗୋଷ୍ଠୀ ସଙ୍ଘର୍ଷ ଉଗ୍ରରୂପ ନେବା ପରେ ପ୍ରଶାସନିକ ସ୍ତରରେ ବିଭିନ୍ନ କଟକଣା ଲାଗୁ କରାଯାଇଥିଲା ।
ତମାମ ବାଲେଶ୍ବର ସହର ଅର୍ଥାତ ଶିଳ୍ପାଞ୍ଚଳ, ସହଦେବଖୁଣ୍ଟା,ଟାଉନଥାନା ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଥିଲା । ପରବର୍ତ୍ତୀ ସମୟରେ କର୍ଫ୍ୟୁ କୋହଳ ଏବଂ ପରେ ସମ୍ପୂର୍ଣ୍ଣ ହଟାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri