ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହ ଆଲୋଚନା କରିଛନ୍ତି ।

ଅମର୍ଦା ରୋଡ୍‍ ବିମାନବନ୍ଦର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଝାରସୁଗୁଡ଼ା ବିମାନବନ୍ଦରର ଉନ୍ନତି ସମ୍ପର୍କରେ ୨ ମନ୍ତ୍ରୀ ଆଲୋଚନା କରିଥିଲେ । ଏହି ଅବସରରେ ଝାରସୁଗୁଡ଼ା ବିଧାୟକ ସେଠାରେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଅମର୍ଦା ରୋଡ୍‍ ବିମାନବନ୍ଦର ୪୦ ଦଶକରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ କାର୍ଯ୍ୟକ୍ଷମ ଥିଲା । କେନ୍ଦ୍ର ସରକାରଙ୍କ ଉଡାନ୍‍ ଯୋଜନାରେ ଏଠାରେ ଅଧିକ ଜମିଗ୍ରହଣ ଓ ଉନ୍ନତୀକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri