କିଏ ସେହି ଅରିନ୍ଦମ ଡାକୁଆ ଯିଏ ମୁଖ୍ୟମନ୍ତ୍ରୀ ମୋହନଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ ନିଯୁକ୍ତି ପାଇଛନ୍ତି। ସେହିପରି ୨୦୧୨ ବ୍ୟାଚ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମଙ୍କ ଘର ଭଞ୍ଜନଗର ଅଞ୍ଚଳରେ ହୋଇଥିବାବେଳେ ଅନୁପମଙ୍କ ଘର କଳାହାଣ୍ଡି ଜିଲାରେ। ଅରିନ୍ଦମ ୨୦୧୩ ଜୁଲାଇରୁ ୨୦୧୪ ଅଗଷ୍ଟ ପର୍ଯ୍ୟନ୍ତ କେନ୍ଦୁଝର ଜିଲାର ଚମ୍ପୁଆ ଉପଜିଲାପାଳ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଏଥିସହ ସେ ବଲାଙ୍ଗୀର ଓ ନୟାଗଡ ଜିଲାପାଳ ଭାବେ କାର୍ଯ୍ୟ କରିଛନ୍ତି। ଅନୁପମ ଶାହା ୨୦୧୪ ସେପ୍ଟେମ୍ବରରୁ ୨୦୧୫ ଡିସେମ୍ବର ପର୍ଯ୍ୟନ୍ତ ବାଲିଗୁଡା ଉପଜିଲାପାଳ ଭାବେ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri