Posted inଖେଳ

ହାର୍ଦ୍ଦିକଙ୍କଠାରୁ ଅଲଗା ହେବା ପରେ ପ୍ରଥମ ଫଟୋ ଶେୟାର କଲେ ନତାଶା

ନୂଆଦିଲ୍ଲୀ,୧୯।୭: ଭାରତୀୟ କ୍ରିକଟେର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନାତାଶା ଷ୍ଟାନକୋଭିକ ପାରସ୍ପରିକ ସହମତିରେ ଅଲଗା ହୋଇଛନ୍ତି। ଜୁଲାଇ ୧୮ରେ, ଏହି ଦମ୍ପତି ସେମାନଙ୍କ ଛାଡପତ୍ର ହେବା ଘୋଷଣା କରିଥିଲେ। ଏହି ଦମ୍ପତି ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଦୁହେଁ ପୁଅ ଅଗସ୍ତ୍ୟଙ୍କୁ ଏକାଠି ପାଳନ ପୋଷଣ କରିବେ। ଛାଡପତ୍ର ପୂର୍ବରୁ ମଧ୍ୟ ନତାଶା ହାର୍ଦ୍ଦିକଙ୍କ ଘରୁ ଯାଇ ସର୍ଭିଆରେ ଥିବା ତାଙ୍କ ଘରକୁ ଯାଇଥିଲେ। ତାଙ୍କ ପୁଅ ଅଗସ୍ତ୍ୟଙ୍କୁ ମଧ୍ୟ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ସର୍ଭିଆରେ ପହଞ୍ଚିବା ପରେ ନତାଶା ହାର୍ଦ୍ଦିକଙ୍କ ସହ ଛାଡପତ୍ର ଘୋଷଣା କରିଥିଲେ। ଏବେ ଛାଡପତ୍ର ପରେ ସେ ପୁଣି ଏକ ପୋଷ୍ଟ ଶେୟାର କରିଛନ୍ତି।

ଶୁକ୍ରବାର ଅପରାହ୍ନରେ ନତାଶା ଷ୍ଟାନକୋଭିକ ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ତାଙ୍କ ପୁଅ ଅଗସ୍ତ୍ୟଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ, ମଡେଲ ତାଙ୍କ ୩ ବର୍ଷର ପୁଅ ସହିତ ସମୟ ଅତିବାହିତ କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ ତାଙ୍କ ପୁଅ ଘରର ବଗିଚାରେ ବୁଦା ମୂଳେ କ’ଣ ଖୋଜୁଥିବା ଦେଖିବାକୁ ମିଳୁଛି।

ସୂଚନାଯୋଗ୍ୟ, ନତାଶା ଷ୍ଟାନକୋଭିକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ମେ ୨୦୨୦ରେ ବିବାହ କରିଥିଲେ। ଫେବୃଆରୀ ୨୦୨୩ରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ଏହି ଦମ୍ପତି ବିବାହ କରିଥିଲେ। ତେବେ ସେମାନଙ୍କ ବିବାହ କେବଳ ୪ବର୍ଷ ପର୍ଯ୍ୟନ୍ତ ଚାଲିଥିଲା। ଛାଡପତ୍ର ନେଇ ବର୍ତ୍ତମାନ ଏହି ଦମ୍ପତି ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ବିବାହ ପୂର୍ବରୁ ମଧ୍ୟ ନତାଶା ଗର୍ଭବତୀ ହୋଇଥିଲେ। ତେବେ ବିବାହ ପରେ ଏହି ଦମ୍ପତି ନିଜ ପିଲାକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri