ଭାଜପା କାର୍ଯ୍ୟକାରିଣୀର ବୈଠକର ଆଜି ଅନ୍ତିମ ଦିନ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା

ପୁରୀ,୨୦।୭: ରାଜ୍ୟରେ ଭାଜପା ସରକାର ଗଠନ ପରେ ପୁରୀରେ ଆୟୋଜିତ ୨ ଦିନିଆ କାର୍ଯ୍ୟକାରିଣୀର ଆଜି ଦ୍ୱିତୀୟ ତଥା ଅନ୍ତିମ ଦିନ । ପ୍ରଥମ ଦିନରେ କାର୍ଯ୍ୟକାରିଣୀରେ ନେତା ଓ କର୍ମୀଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କାଉନସେଲିଂ କରିଥିଲେ। ବିଜୟର ଶ୍ରେୟ ଦେବା ସହ କିଛି ଟାସ୍କ ମଧ୍ୟ ଦେଇଥିଲେ।
ଶୁକ୍ରବାର ବସିଥିବା ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ଥିଲେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଏହି ବୈଠକରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି। ସେ ଏହି ବୈଠକରେ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଥିଲେ, ଆଜି ଦେଶରେ ୧୮ଟି ରାଜ୍ୟରେ ଏନ୍‌ଡିଏ, ୧୩ ରାଜ୍ୟରେ ଭାଜପା ସରକାର କରିଛି। ଦେଶର ୫୭% ଭୂଭାଗରେ ଭାଜପାର ସରକାର ଚାଲିଛି। ହେଲେ କଂଗ୍ରେସ ଅମରିଲତା ପରି, ପର ଭରସାରେ ବଞ୍ଚିଛି। ପରଜୀବୀ ଭଳି ଅନ୍ୟ ପାର୍ଟି ସହାୟତାରେ ସିଟ ଜିତିଛି। ସହଯୋଗୀଙ୍କ ଭୋଟ ଖାଇ ନିଜକୁ ବଞ୍ଚାଇ ରଖିଛି। ତେବେ ଆଜିର ବୈଠକରେ କେଉଁ ସବୁ ଗୁରତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ତାହା ଉପରେ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri