ଲମ୍ୟାନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): କେୱାଲ କିରଣ କ୍ଲୋଦିଂ ଲିମିଟେଡ୍‌(କେକେସିଏଲ୍‌)ର ମେନ୍‌ସ ଫ୍ୟାଶନ୍‌ ବ୍ରାଣ୍ଡ ‘ଲମ୍ୟାନ୍‌’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ କେନ୍ଦ୍ରାପଡ଼ାର ଦୁହୁରିଆ ଛକସ୍ଥିତ ରାଜକିଶୋର ମାର୍କେଟ କମ୍ପ୍ଲେକ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଏଠାରେ ସର୍ଟସ, ଟି-ଶାର୍ଟ, ଜିନ୍ସ, କାଜୁଆଲ ଶାର୍ଟ, କାଜୁଆଲ ପ୍ୟାଟ୍‌, କାର୍ଗୋ ଏବଂ ଟ୍ରାଭେଲ ପ୍ୟାଣ୍ଟକୁ ନେଇ ଏକ ଟ୍ରେଣ୍ଡି ପୋଷାକ ଲାଇନ ଅଫ ରହିଛି। ବିଶେଷକରି ଶ୍ରେଷ୍ଠ ଟ୍ରେଣ୍ଡିଂ ଡିଜାଇନ, ନୂଆ ଯୁଗର କପଡ଼ା, ପୁରୁଷଙ୍କ କାଜୁଆଲ୍‌, ୱାର୍କ ଓ ପାର୍ଟି ପୋଷାକର ମାନବୃଦ୍ଧି ମଧ୍ୟ କରାଯାଇଛି। ଏପରିକି ପ୍ରତ୍ୟେକ ଗ୍ରାହକଙ୍କ ପାଇଁ ଉପଯୁକ୍ତ ମୂଲ୍ୟର ପୋଷାକ ସାଙ୍ଗକୁ ଷ୍ଟୋରରେ ଗ୍ରାହକଙ୍କ ଫ୍ୟାଶନ ପୋଷାକ ଯାତ୍ରାକୁ ଦିନ ଓ ରାତି ପର୍ଯ୍ୟନ୍ତ ଏକ ସମ୍ପୂର୍ଣ୍ଣ ୱାର୍ଡରୋବ୍‌ ସମାଧାନ ପ୍ରଦାନ କରାଯାଇଥାଏ। ଓଡ଼ିଶା ବଜାରରେ ବ୍ରାଣ୍ଡ୍‌ ତା’ର ନୂତନ ଷ୍ଟୋରର ଶୁଭାରମ୍ଭ ସହ ଫୁଟ୍‌ପ୍ରିଣ୍ଟକୁ ଆହୁରି ସୁଦୃଢ଼ କରିବା ପାଇଁ ମଧ୍ୟ କମ୍ପାନୀ ଦୃଢ଼ ଯୋଜନା ଘୋଷଣା କରିଛି। ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ କମ୍ପାନୀ ଆଉ ୫୦ଟି ଷ୍ଟୋର ଖୋଲିବାକୁ ଯୋଜନା ରଖିଛି। ଏପରିକି ସ୍ମାର୍ଟ, ଷ୍ଟାଇଲିଶ୍‌ ଏବଂ ଆରାମଦାୟକ ପୋଷାକ ପିନ୍ଧିବା ପାଇଁ ଓଡ଼ିଶାର ଫ୍ୟାଶନ ଫରୱାର୍ଡ ପୁରୁଷଙ୍କ ବଢୁଥିବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଲମ୍ୟାନ୍‌ଙ୍କ ଏହି ଦ୍ରୁତ ସମ୍ପ୍ରସାରଣ ଯୋଜନା ରହିଛି।
ଏ ସମ୍ପର୍କରେ କେକେସିଏଲ୍‌ର ନିର୍ଦ୍ଦେଶକ ଦିନେଶ ଜୈନ କହିଛନ୍ତି, କେନ୍ଦ୍ରାପଡ଼ାଠାରେ ଆମେ ଆମର ନୂଆ ଷ୍ଟୋରର ଆନୁଷ୍ଠାନିକ ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସମ୍ପୃକ୍ତ ଅଞ୍ଚଳର ଗ୍ରାହକମାନଙ୍କୁ ଟପ୍‌-ନୋଚ୍‌ ଫ୍ୟାଶନ୍‌ ସଲ୍ୟୁସନ୍‌ ପ୍ରଦାନ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଏହା ସୂଚିତ କରୁଛି। ସେହିଭଳି ଲମ୍ୟାନ୍‌ରେ ଆମେ ସମସାମୟିକ ଡିଜାଇନଗୁଡ଼ିକୁ ଏକ ଅତୁଳନୀୟ ଆରାମରେ ବାନ୍ଧିବାର ବିଶ୍ୱାସ କରିଥାଉ। ଓଡ଼ିଶା ବଜାରରେ ଆମର ଉପସ୍ଥିତି ବଢ଼ୁଥିବା ବେଳେ ଷ୍ଟାଇଲିଶ୍‌ ଓ ସୁଲଭ ଫ୍ୟାଶନକୁ ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri