Posted inବଜେଟ

ବିକଶିତ ଭାରତକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, କହିଲେ ଏହି କ୍ଷେତ୍ରରେ…

ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖଛନ୍ତି । ଏହି କ୍ରମରେ ଦେଶରେ ବିକାଶକୁ ଆଗକୁ ନେବାକୁ କେନ୍ଦ୍ର ସରକାର କରିଥିବା ବିକଶିତ ଭାରତ ଯୋଜନାକୁ ନେଇ ଅର୍ଥମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି ।

ଅର୍ଥମନ୍ତ୍ରୀ ବିକଶିତ ଭାରତ ପାଇଁ ୯ ପ୍ରଥମିକତା ଉପରେ ନରନ୍ତର ପ୍ରୟାସ କରାଯାଉଥିବା ନେଇ ଘୋଷଣା କରିଛନ୍ତି । ସେଗୁଡ଼ିକ ହେଲା…

-କୃଷି କ୍ଷେତ୍ରରେ ଉତ୍ପାଦନ ଏବଂ ସମର୍ଥନ
-ରୋଜଗାର ଏବଂ ଦକ୍ଷତା
-ଅନ୍ତର୍ଭୁକ୍ତ ମାନବ ସମ୍ବଳ ବିକାଶ ଏବଂ ସାମାଜିକ ନ୍ୟାୟ
-ଉତ୍ପାଦନ ଏବଂ ସେବାଗୁଡିକ
-ସହରୀ ବିକାଶ
-ଶକ୍ତି ସୁରକ୍ଷା
-ଭିତ୍ତିଭୂମି
-ଉଦ୍ଭାବନ, ଅନୁସନ୍ଧାନ ଏବଂ ବିକାଶ
-ପରବର୍ତ୍ତୀ ପିଢ଼ିର ଉନ୍ନତି


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri