ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ

ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ ଏକ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କଣ୍ଟେନର ଚାଲକ ମହାରାଷ୍ଟ୍ର ବୁଲଦନାର ଶାରୁଖ ଜେ ସାହା(୨୫)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ପାଇ ପୋଲିସ ଏବଂ ଅଗ୍ନିଶମ କର୍ମକାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅନ୍ୟପକ୍ଷେ କ୍ରେନ ସାହାଯ୍ୟରେ ଦୁର୍ଘଟଣା ଗ୍ରସ୍ତ ଗାଡି ଦ୍ୱୟକୁ ଅଲଗା କରିବା ପରେ ମୃତ ଚାଲକଙ୍କୁ ବାହାର କରାଯାଇଥିବା ଥାନା ଅଧିକାରୀ ପଦ୍ମାଳୟା ସାହୁ ପ୍ରକାଶ କରିଛନ୍ତି। ଏନେଇ ଜମନକିରା ଥାନାରେ ଏକ ମାମଲା ରୁଜୁ କରାଯାଇଛି।
ପୋଲିସର ସୂଚନା ଅନୁଯାୟୀ, ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ କଣ୍ଟେନର ଚାଲକ ସାରୁଖଙ୍କ ମୃତ୍ୟୁ ହୋଇଥିଲା। ପୋଲିସ ମୃତଦେହ ଜବତ କରି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଛି। ଏପରିକି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କୁଚିଣ୍ଡା ଡାକ୍ତରଖାନା ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri