Posted inଜାତୀୟ

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ଅଭିଯୋଗ ହୋଇଛି ଯେ, କରୋନା ସମୟରେ ପିଡବ୍ଲ୍ୟୁଡି ଅଧିକାରୀମାନେ ଏହି ବେସରକାରୀ ସଂସ୍ଥାଗୁଡ଼ିକର ଅନାବଶ୍ୟକ ଏବଂ ଅସମ୍ପୂର୍ଣ୍ଣ କାର୍ଯ୍ୟ ପାଇଁ କୋଟି କୋଟି ଟଙ୍କାର ନକଲି ବିଲ୍‌ ପାସ୍‌ କରିଛନ୍ତି ।

ଘରୋଇ କମ୍ପାନୀଗୁଡିକ ଉଠାଇଥିବା ବିଲ୍‌ରେ ବଡ଼ ଧରଣର ଅନିୟମିତତା ଦେଖିବାକୁ ମିଳିଛି। ଟଙ୍କା ଲୋଭ ହେତୁ ପିଡବ୍ଲ୍ୟୁଡି ଅଧିକାରୀମାନେ ଏହି ବେସରକାରୀ ସଂସ୍ଥାଗୁଡ଼ିକର ଏହି ନକଲି ବିଲ ପାସ କରିଛନ୍ତି। କୋଭିଡ ସମୟରେ, ପିଡବ୍ଲ୍ୟୁଡି ବିଭିନ୍ନ କାର୍ଯ୍ୟ ପାଇଁ ଦିଲ୍ଲୀର ୮ ଟି ଡାକ୍ତରଖାନାକୁ ଟେଣ୍ଡର ଦେଇଥିଲା। ଦିଲ୍ଲୀର ଏହି ଡାକ୍ତରଖାନାଗୁଡ଼ିକ ମଧ୍ୟରେ ଏଲ୍‌ଏନ୍‌ଜେପି, ଜିଟିବି, ବିଏସ୍‌ଏ, ଜିବି ପନ୍ଥ ରହିଛନ୍ତି । ଦୁର୍ନୀତିରେ ଲିପ୍ତ ଅଧିକାରୀ ଅସତ୍‌ ଉପାୟରେ ୫୬ଟି ଟେଣ୍ଡର ପ୍ରଦାନ କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri